www.samajalive.in
Wednesday, December 10, 2025
16.1 C
Bhubaneswar

ଇନ୍ଦିରା ଗାନ୍ଧୀଙ୍କର ୪୧ତମ ଶ୍ରାଦ୍ଧ ବାର୍ଷିକୀ ପାଳନ କଲା କଂଗ୍ରେସ

ନୂଆପଡା: ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ଇନ୍ଦିରା ଗାନ୍ଧୀଙ୍କ ୪୧ତମ ଶ୍ରାଦ୍ଧ ବାର୍ଷିକୀ ଏବଂ ଭାରତର ଲୌହ ମାନବ ସର୍ଦ୍ଦାର ପଟେଲଙ୍କ ଜୟନ୍ତୀ ପାଳନ କରିଛି କଂଗ୍ରେସ । ଆଜି ନୂଆପଡା କଂଗ୍ରେସ କାର୍ଯ୍ୟାଳୟରେ ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତ ଚରଣ ଦାସଙ୍କ ସଭାପତିତ୍ୱରେ ଶ୍ରଦ୍ଧାଞ୍ଜଳି ସଭା ଆୟୋଜିତ ହୋଇଥିଲା ।
ଆୟୋଜିତ ସଭାରେ କଂଗ୍ରେସ ନେତା ଅଜୟ କୁମାର ଲାଲୁ, ମହିଳା କଂଗ୍ରେସ ସଭାନେତ୍ରୀ ମିନାକ୍ଷୀ ବାହିନୀପତି , କଂଗ୍ରେସ ଉପସଭାପତି ସସ୍ମିତା ବେହେରା, ବିଧାୟକ ରାଜନ୍‌ ଏକ୍କା, ରାଷ୍ଟ୍ରୀୟ ପ୍ରବକ୍ତା ଡ. ହମିଦ ହୁସେନ ପ୍ରମୁଖ ଉପସ୍ଥିତ ରହିଥିଲେ ।

Hot this week

ରାଖେଲଗୁଡ଼ା-ଏମ୍‌ଭି-୨୬ ଗାଁରେ ଉତ୍ତେଜନା ଘଟଣା: ମାଟି ମୁଣ୍ଡ ଲଗାଇ କଲେ ଅନ୍ତିମ ସଂସ୍କାର

ମାଟି ମୁଣ୍ଡ ଲଗାଇ କଲେ ଅନ୍ତିମ ସଂସ୍କାର ମାଲକାନଗିରି/କୋରୁକୋଣ୍ଡା: ମାଲକାନଗିରି ଜିଲା ପୋଟେରୁ...

ଧାନ ରଖି ଚାଷୀଙ୍କ ରାଜପଥ ଅବରୋଧ: ପୁଲିସ ସହ ଧସ୍ତାଧସ୍ତି, ୩ ଘଣ୍ଟା ଯାତାୟାତ ବନ୍ଦ

ଅତାବିରା/ରେଙ୍ଗାଲିକ୍ୟାମ୍ପ, : ମଣ୍ଡି ଗୁଡିକରେ ମନ୍ଥର ଗତିରେ ଧାନ ଉଠୁଥିଲା। ମଣ୍ଡିରୁ...

ବାରବାଟୀରେ ଏକତରଫା ବିଜୟ: ଦକ୍ଷିଣ ଆଫ୍ରିକାର ସର୍ବନିମ୍ନ ସ୍କୋର

କଟକ: କଟକ ବାରବାଟୀ ଷ୍ଟାଡିୟମ୍‌ରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

Related Articles

Popular Categories