www.samajalive.in
Saturday, December 6, 2025
26.1 C
Bhubaneswar

ବଜ୍ରାଘାତରେ ୪ ମୃତ, ୨ ଗୁରୁତର

ନୂଆପଡ଼ା: କୋମନା ମଲ୍ଲିକାମୁଣ୍ଡାରେ ବଜ୍ରପାତ ଘଟି ୪ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ଏହି ଅଞ୍ଚଳରେ ବଜ୍ରାଘାତରେ ଜଣେ ମହିଳାଙ୍କ ସହ ୨ ଗୁରୁତର ହୋଇଛନ୍ତି। ଘରର ଆଜବେଷ୍ଟସ କାମ କଲାବେଳେ ବଜ୍ରଘାତରେ ଏଭଳି ଅଘଟଣ ଦେଖିବାକୁ ମିଳିଛି। ବଜ୍ରଘାତରେ ଗୁରୁତର ଆହତଙ୍କୁ କୋମନା ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି।

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories