www.samajalive.in
Monday, December 8, 2025
27.1 C
Bhubaneswar

ଢାବାରେ ଗୁଳିମାଡ଼, ମାଲିକାଣି ଆହତ

ନୂଆପଡ଼ା: ଖଡ଼ିଆଳ ଡୁଆଝର ଗାଁରେ ଥିବା ଢାବାରେ ଗୁଳିକାଣ୍ଡ ଘଟିଥିବା ସୂଚନା ମିଳିଛି। ଗୁଳିମାଡ଼ରେ ଢାବାର ମାଲିକାଣି ଗୁରୁତର ହୋଇଛନ୍ତି। ଗୁରୁତର ମାଲିକାଣିଙ୍କୁ ଚିକିତ୍ସା ପାଇଁ ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ଗୁଳିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ଖବର ପାଇ ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

Related Articles

Popular Categories