ବାଇକ-ଅଟୋ ଧକ୍କା: ୨ ମୃତ, ଜଣେ ଗୁରୁତର

ନୂଆପଡ଼ା: ବୋଡେନ ଥାନା ପୋଡ଼ାଖଟୁ ଗାଁ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା। ଗୋଟିଏ ଅଟୋ ରାସ୍ତାରେ ଯାଉଥିବା ବାଇକକୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ଦୁର୍ଘଟଣାରେ ଜଣେ ବାଇକ ଆରୋହୀ ଓ ଅଟୋ ଡ୍ରାଇଭରଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ଅନ୍ୟ ଜଣେ ବାଇକ ଆରୋହୀଙ୍କୁ ଗୁରୁତର ଅବସ୍ଥାରେ ଚିକିତ୍ସା ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

Comments are closed.