www.samajalive.in
Friday, December 5, 2025
23.1 C
Bhubaneswar

ବାଇକକୁ ଧକ୍କାଦେଲା ଟ୍ରକ, ୨ ମୃତ

ନୂଆପଡ଼ା: କୋମନା ଥାନା ସୋରିପଡ଼ା ନିକଟରେ ମର୍ମନ୍ତୁଦ ଦୁର୍ଘଟଣା। ଏହି ମର୍ମନ୍ତୁଦ ଦୁର୍ଘଟଣାରେ ଦୁଇଜଣଙ୍କ ଜୀବନ ଯାଇଛି। ମିଳିଥିବା ସୂଚନା ଅନୁଯାୟୀ ଆଜି କୋମନା ଥାନା ଅନ୍ତର୍ଗତ ସୋରିପଡ଼ା ନିକଟରେ ଏକ ବାଇକକୁ ମିନି ଟ୍ରକ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଖବରପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ ପରେ ବ୍ୟବଚ୍ଛେଦ ପାଇଁ ହସପିଟାଲକୁ ପଠାଇଛି। ଦୁର୍ଘଟଣାଗ୍ରସ୍ତ ବାଇକ ଓ ମିନି ଟ୍ରକକୁ ଜବତ ସହ ଘଟଣାର ତଦନ୍ତ ଆରମ୍ଭ କରିଥିବା ପୁଲିସ ସୂଚନା ଦେଇଛି।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories