www.samajalive.in
Wednesday, December 10, 2025
15.1 C
Bhubaneswar

ନୂଆପଡା ମତଗଣନା: ଆଗରେ ବିଜେପି, ୧୨୮୧୫ ଭୋଟରେ ଆଗୁଆ ଜୟ ଢୋଲକିଆ

ଡେସ୍କ: ନୂଆପଡା ବିଧାନସଭା ଉପନିର୍ବାଚନରେ ପ୍ରାରମ୍ଭିକ ପର୍ଯ୍ୟାୟରେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ୧୮ ହଜାର ୯୦୩ ଖଣ୍ଡ ଭୋଟ ସହ ୧୨୮୧୫ ଭୋଟରେ ଆଗରେ ରହିଛନ୍ତି। କଂଗ୍ରେସ ପ୍ରାର୍ଥୀ ଘାସି ରାମ ମାଝି ୬୭୯୭ ଖଣ୍ଡ ଭୋଟ ପାଇଥିବା ବେଳେ ବିଜେପି ପ୍ରାର୍ଥୀଙ୍କ ଠାରୁ ୧୮୩୯୮ ଭୋଟରେ ପଛରେ ଅଛନ୍ତି। ତେବେ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆ ତୃତୀୟ ସ୍ଥାନକୁ ଖସି ଆସିଛନ୍ତି। ସେ ୬୫୩୮ ଖଣ୍ଡ ଭୋଟ ପାଇଥିବା ବେଳେ ନିକଟବର୍ତ୍ତୀ ପ୍ରାର୍ଥୀଙ୍କ ଠାରୁ ୧୮୬୫୭ ଖଣ୍ଡ ଭୋଟ ପଛରେ ଅଛନ୍ତି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories