www.samajalive.in
Thursday, December 11, 2025
16.1 C
Bhubaneswar

ଅଖା ଭିତରୁ ଯୁବତୀଙ୍କ ମୃତଦେହ ଉଦ୍ଧାର

ଜଗତସିଂହପୁର : ବିଲୁଆଖାଇ ନଦୀ ପଠାରୁ ମଙ୍ଗଳବାର ଅଖା ଭିତରୁ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବତୀ ଜଣଙ୍କ କଟକର ଏକ ନସିଂହ ହୋମରେ ନର୍ସ ଭାବେ କାମ କୁରୁଥିବା ଜଣାପଡିଛି। ମୃତ ନର୍ସଙ୍କ ନାମ ନିହାରିକା ପାତ୍ର। କେହି ଜଣେ ଦୁର୍ବୃତ୍ତ ମୃତ୍ୟୁ କରି ଯୁବତୀଙ୍କ ହାତଗୋଡ ବାନ୍ଧି ଅଖା ଭିତରେ ପୁରାଇ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି। ଗତ ୯ତାରିଖରେ ଯୁବତୀ ଜଣଙ୍କ ନିଖୋଜ ଥିବା ନେଇ ମୃତ ନର୍ସଙ୍କ ପରିବାର ପକ୍ଷରୁ ମଧୁପାଟଣା ଥାନାରେ ଅଭିଯୋଗ କରାଯାଇଥିଲା। ଯୁବତୀଙ୍କ ପୁରୁଷ ବନ୍ଧୁ ହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ କରିଥିବା ସୂଚନା ମିଳିଛି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories