www.samajalive.in
Sunday, December 14, 2025
26.1 C
Bhubaneswar

ଡିସେମ୍ବର ୧୫ରେ ଓଏଏସ ପ୍ରାରମ୍ଭିକ ପରୀକ୍ଷା

ସମାଜ ଡିଜିଟାଲ ଡେସ୍କ: ଆସନ୍ତା ଡିସେମ୍ବର ମାସ ୧୫ ତାରିଖରେ ଅନୁଷ୍ଠିତ ହେବ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ)ର ପ୍ରାରମ୍ଭିକ(ପ୍ରିଲିମ୍) ପରୀକ୍ଷା। ଓଡ଼ିଶା ଲୋକ ସେବା ଆୟୋଗ (ଓପିଏସସି) ପକ୍ଷରୁ ଏ ନେଇ କାର୍ଯ୍ୟସୂଚୀ ଜାରି କରାଯାଇଛି। ଡିସେମ୍ବର ୧୫ ରବିବାର ପରୀକ୍ଷା ହେବ ବୋଲି ଦିନ ଧାର୍ଯ୍ୟ ହୋଇଛି। ଗତ ଅକ୍ଟୋବର ୨୭ରେ ପରୀକ୍ଷା ହେବାର ଥିଲା। କିନ୍ତୁ ସେହି ସମୟରେ ବାତ୍ୟା ‘ଦାନା’ ଆସିବାରୁ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଥିଲା। ବର୍ତ୍ତମାନ ନୂତନ ତାରିଖରେ ପରୀକ୍ଷା ଆୟୋଜନ ଲାଗି ଓପିଏସସି ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories