www.samajalive.in
Monday, December 15, 2025
16.1 C
Bhubaneswar

୨୨୦ ଓଏଏସ୍ ଅଧିକାରୀଙ୍କ ବଦଳି

ଭୁବନେଶ୍ବର: ଓଏଏସ୍ ସ୍ତରରେ ରାଜ୍ୟ ସରକାର ଏକ ବଡ଼ ଅଦଳବଦଳ କରିଛନ୍ତି। ୨୨୦ ଅଧିକାରୀଙ୍କୁ ବଦଳି କରାଯାଇଛି। ବଦଳି ସହ ସମସ୍ତ ଅଧିକାରୀଙ୍କୁ ବିଭାଗ ଦ୍ୱାରା ସେଣ୍ଟ୍ରାଲୀ ରିଲିଭ୍ କରାଯାଇଛି। ୨୫ ତାରିଖ ସୁଦ୍ଧା ନିଜର ନୂଆ ସ୍ଥାନରେ ଯୋଗ ଦେବାକୁ ନିର୍ଦେଶ ଦିଆଯାଇଛି। ପୂଜା ଛୁଟି ଥିବା ସତ୍ତ୍ବେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଏହି ବଦଳି ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତିରେ ସେପ୍ଟେମ୍ବର ୧୨ ଓ ଅକ୍ଟୋବର ୧୩ରେ ଯେଉଁ ଓଏଏସ୍ ଅଧିକାରୀଙ୍କ ବଦଳି ହୋଇଥିଲା; ସେମାନଙ୍କୁ ମଧ୍ୟ ସେଣ୍ଟ୍ରାଲୀ ରିଲିଭ୍ କରାଗଲା ବୋଲି ଉଲ୍ଲେଖ ରହିଛି।

Hot this week

ବହିଷ୍କୃତ ହେବା ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

ରାସ୍ତାକଡରୁ ରକ୍ତ ଜୁଡୁବୁଡୁ ମୃତଦେହ ଠାବ

ବିନିକା : ବିନିକା ଡୁଙ୍ଗୁରିପାଲି ଥାନା ଖୁଣ୍ଟପାଲି ଗାଁ ନିକଟରେ ଅଭାବନୀୟ...

Related Articles

Popular Categories