www.samajalive.in
Wednesday, December 10, 2025
17.1 C
Bhubaneswar

ବାମରା ତହସିଲଦାର୍‌ ଅଶ୍ୱିନୀ ପଣ୍ଡାଙ୍କୁ ନିଲମ୍ବନ କଲେ ରାଜ୍ୟ ସରକାର

ଭୁବନେଶ୍ୱର : ବାମରା ତହସିଲଦାର୍‌ ଅଶ୍ୱିନୀ ପଣ୍ଡାଙ୍କୁ ମଙ୍ଗଳବାର ରାଜ୍ୟ ସରକାର ନିଲମ୍ବନ କରିଛନ୍ତି । ସେ ୧୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଗତ ଶୁକ୍ରବାର ଭିଜିଲାନ୍ସ ଟିମ୍‌ ତାଙ୍କୁ ମାଡି ବସିଥିଲା । ଓଡିଶା ପ୍ରଶାସନିକ ସେବା ପରୀକ୍ଷା-୨୦୧୯ରେ ଟପ୍ପର ହୋଇଥିଲେ ଓଏଏସ ଅଶ୍ୱିନୀ । ଚାଷ ଜମିର କିସମ ପରିବର୍ତ୍ତନ ପାଇଁ ଜଣେ ବ୍ୟକ୍ତିଙ୍କ ଠାରୁ ସେ ୧୫ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଥିଲା । ଅଶ୍ୱିନୀଙ୍କ ପାଇଁ ଲାଞ୍ଚ ନେବା ବେଳେ ତାଙ୍କ ଅଫିସ୍‌ ଡ୍ରାଇଭର ପି.ପ୍ରବୀନ କୁମାରଙ୍କୁ ମଧ୍ୟ ଭିଜିଲାନ୍ସ ଗିରଫ କରିଥିଲା ।

ଅଛି କି ଆପଣଙ୍କ ରାଶି? ଏମାନଙ୍କୁ କରିବେ ମାଲାମାଲ୍‌, ଏକାଠି ହେବେ ଶନି-ବୁଧ..

ଭାରତର ଟାରିଫ୍‌ ହ୍ରାସ କରିବେ କି ଟ୍ରମ୍ପ? ଦିଲ୍ଲୀରେ ଆରମ୍ଭ ହେଲା ବାଣିଜ୍ୟ ଆଲୋଚନା

- Advertisement -

 

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories