www.samajalive.in
Monday, December 15, 2025
17.1 C
Bhubaneswar

ସମ୍ବିଧାନ ଦିବସ ପାଳିତ

ସମ୍ବଲପୁର  : ସମ୍ବଲପୁର ଜିଲା ଆଇନ ସେବା ପ୍ରାଧିକରଣ ତରଫରୁ ଅଧ୍ୟକ୍ଷ ପ୍ରଦ୍ୟୁମ୍ନ ନାୟକଙ୍କ ତତ୍ୱାବଧାନରେ ସମ୍ବିଧାନ ଦିବସ ରବିବାର ପାଳିତ ହୋଇଯାଇଛି । ସ୍ୱତନ୍ତ୍ର ଭିଜିଲାନ୍ସ ଜଜ ଧନୁର୍ଦ୍ଧର ସେନାପତି, ପିଓଓପିଆଇଡି ମୋହନ ରାଓ ଦୋରା, ଅତିରିକ୍ତ ଜିଲା ଜଜ ବିଶ୍ୱ ରଞ୍ଜନ ବେହେରା, ଜିଲା ଓକିଲ ସଂଘର ସଭାପତି ସୁରେଶ୍ୱର ମିଶ୍ରଙ୍କ ସମେତ ଅନ୍ୟାନ୍ୟ ବିଚାରପତି, ଆଇନଜୀବୀ ଓ ପାରା ଲିଗାଲ ସ୍ୱେଚ୍ଛାସେବୀ ମାନେ ଏହି ଅବସରରେ ଉପସ୍ଥିତ ରହିଥିଲେ । ସାଧାରଣ ଜନତାଙ୍କ ପାଇଁ ସାମ୍ବିଧାନିକ ଅଧିକାର ବିଷୟରେ ବକ୍ତା ମାନେ ଆଲୋକପାତ କରିଥିଲେ । ସମ୍ବଲପୁର ଜିଲା ଆଇନ ସେବା ପ୍ରାଧିକରଣର ସଚିବ ସୌମ୍ୟା ପ୍ରଧାନଙ୍କ ସଂଯୋଜନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସତ୍ୟବ୍ରତ ଦାସ, ପ୍ରମୋଦ କୁମାର ସରାଫଙ୍କ ସହିତ ଅନ୍ୟମାନେ ଉପସ୍ଥିତ ରହିଥିଲେ।

 

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories