www.samajalive.in
Monday, December 8, 2025
16.1 C
Bhubaneswar

ନିର୍ବାଚନ ୨୦୨୪ – ପର୍ଯ୍ୟବେକ୍ଷକ ନିଯୁକ୍ତ କଲେ ନିର୍ବାଚନ କମିଶନ

ଡେସ୍କ: ଚଳିତ ସାଧାରଣ ନିର୍ବାଚନକୁ ଆଉ ମାତ୍ର କିଛି ଦିନ ବାକିଥିବା ବେଳେ ଆଜି ନିର୍ବାଚନ କମିଶନ ପର୍ଯ୍ୟାବେଜ୍ଷ୍କ ନିଯୁକ୍ତ କରିଛନ୍ତି। ୬ଟି ରାଜ୍ୟ ଆନ୍ଧ୍ର ପ୍ରଦେଶ, ବିହାର, ମହାରାଷ୍ଟ୍ର, ଓଡିଶା, ବିହାର ଓ ପଶ୍ଚିମବଙ୍ଗ ପାଇଁ ସ୍ୱତନ୍ତ୍ର ସାଧାରଣ ଓ ପୋଲିସ ପର୍ଯ୍ୟବେକ୍ଷକ ନିଯୁକ୍ତ କରାଯିବା ସହ ସ୍ୱତନ୍ତ୍ର ଖର୍ଚ୍ଚ ପର୍ଯ୍ୟବେକ୍ଷକ ନିଯୁକ୍ତ କରାଯାଇଛି।

ବିଗୁଡୁଛି ଇଡି ଖେଳ – ସଞ୍ଜୟଙ୍କୁ ଜାମିନ ପରେ ବଢ଼ିଲା ଆଶା, କେଜ୍ରିୱାଲଙ୍କୁ କେବେ

- Advertisement -

ପ୍ରଶାସନିକ ସେବାରେ ବିଶେଷ ଦକ୍ଷତା ହାସଲ କରିଥିବା ଅବସରପ୍ରାପ୍ତ ଆଇଏଏସ ଓ ଆଇପିଏସ ମାନଙ୍କୁ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ କରାଯାଇଥିବା କମିଶନ କହିଛନ୍ତି। ସମ୍ପୃକ୍ତ ପର୍ଯ୍ୟବେକ୍ଷକ ମାନେ ସୁରକ୍ଷା କର୍ମୀ ମୁତୟନ, ଭୋଟିଂ ମେସିନ ଓ ଖର୍ଚ୍ଚ ବିବରଣୀ ତଦାରଖ କରିବା ସହ ନିର୍ବାଚନ କମିଶନଙ୍କୁ ରିପୋର୍ଟ ପ୍ରଦାନ କରିବେ।

ଓଡିଶାର ୮ଟି ଲୋକସଭା ଆସନ ପାଇଁ କଂଗ୍ରେସର ପ୍ରାର୍ଥୀ ଘୋଷଣା

ସୂଚନା ଅନୁଯାୟୀ, ଓଡିଶା ପାଇଁ ଅବସରପ୍ରାପ୍ତ ଆଇଏଏସ ଯୋଗେନ୍ଦ୍ର ତ୍ରିପାଠୀଙ୍କୁ ସାଧାରଣ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ କରାଯାଇଥିବା ବେଳେ ଅବସରପ୍ରାପ୍ତ ଆଇପିଏସ ରଜନୀକାନ୍ତ ମିଶ୍ରଙ୍କୁ ପୁଲିସ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଓ ପୂର୍ବତନ ଆଇଆରଏସ ହିମାଳିନୀ କଶ୍ୟପଙ୍କୁ ସ୍ୱତନ୍ତ୍ର ଖର୍ଚ୍ଚ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦିଆଯାଇଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories