www.samajalive.in
Saturday, December 6, 2025
23.1 C
Bhubaneswar

ଓସିଏସ୍ ପ୍ରିଲିମିନାରୀ ପରୀକ୍ଷା – ୨୦୨୩ ସ୍ଥଗିତ

ଡେସ୍କ: ଓଡିଶା ଲୋକ ସେବା ଆୟୋଗ ଦ୍ୱାରା ଆୟୋଜିତ ହେବାକୁ ଥିବା ସାମୁଦ୍ରିକ ଝଡ଼ ‘ଦାନା’କୁ ଦୃଷ୍ଟିରେ ରଖି ଚଳିତ ମାସ ୨୭ ତାରିଖରେ ହେବାକୁ ଥିବା ଓଡିଶା ପ୍ରଶାସନିକ ସେବା – ଓସିଏସ୍ ପ୍ରିଲିମିନାରୀ ପରୀକ୍ଷା – ୨୦୨୩କୁ ସ୍ଥଗିତ ରଖାଯାଇଛି। ଓସିଏସ୍ ପ୍ରିଲିମିନାରୀ ପରୀକ୍ଷା-୨୦୨୩ର ପରବର୍ତ୍ତୀ ତାରିଖ ୭ ଦିନ ପରେ ପ୍ରକାଶ ପାଇବ। ଓଡିଶା ଲୋକ ସେବା ଆୟୋଗ – ଓପିଏସସି ପକ୍ଷରୁ ଏହି ଘୋଷଣା କରାଯାଇଛି। ଅଧିକ ସୂଚନା ପାଇଁ ପ୍ରାର୍ଥୀମାନେ http://opsc.gov.in ୱେବସାଇଟକୁ ଯିବାକୁ ପରାମର୍ଶ ଦିଆଯାଇଛି।

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories