www.samajalive.in
Monday, December 15, 2025
26.1 C
Bhubaneswar

ଓଡ଼ିଆ ଅଭିନେତା ପାର୍ଥସାରଥୀ ରାୟ ଗିରଫ

ସମାଜ ଡିଜିଟାଲ ଡେସ୍କ: ଓଲିଉଡ ଅଭିନେତା ପାର୍ଥସାରଥୀ ରାୟଙ୍କୁ ଗିରଫ କରିଛି ପୁଲିସ। କମିଶନରେଟ ପୁଲିସ ଅନ୍ତର୍ଗତ ବଡ଼ଗଡ଼ ଥାନା ପୁଲିସ ପାର୍ଥସାରଥୀଙ୍କୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ସୂଚନା ଅନୁସାରେ, ପାର୍ଥ ଏକ ମାମଲାରେ କୋର୍ଟଙ୍କ ନିୟମ ଖିଲାପ କରିଥିଲେ। ଯାହାଫଳରେ କୋର୍ଟ ତାଙ୍କ ବିରୋଧରେ ଜାମିନ ବିହୀନ ଗିରଫ ପରଓ୍ବାନା(ଏନବିଡବ୍ଲ୍ୟୁ) ଜାରି କରିବା ସହିତ ଗିରଫ କରିବାକୁ ପୁଲିସକୁ ନିର୍ଦେଶ ଦେଇଥିଲେ। ଏନବିଡବ୍ଲ୍ୟୁ ବଳରେ ତାଙ୍କୁ ଗିରଫ କରାଯାଇଥିବା ସୂଚନା ମିଳିଛି।

Hot this week

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

Related Articles

Popular Categories