ଆରପାରିରେ ଅଭିମାନୀ ଅଭିନେତା ଉତ୍ତମ ମହାନ୍ତି…

ଡେସ୍କ: ପରଲୋକରେ ବର୍ଷିଆନ ଓଲିଉଡ଼ ଅଭିନେତା ଉତ୍ତମ ମହାନ୍ତି। ୬୭ ବର୍ଷ ବୟସରେ ଲୋକପ୍ରିୟ ଅଭିନେତା ଉତ୍ତମ ମହାନ୍ତିଙ୍କ ପରଲୋକ ଘଟିଛି। ସେ ବହୁଦିନ ଧରି ଲିଭର ସିରୋସିସ ରୋଗରେ ପୀଡିତ ହୋଇ ଚିକିତ୍ସିତ ହେଉଥିଲେ ଓ କିଛିଦିନ ପୂର୍ବରୁ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହେବାରୁ ତାଙ୍କୁ ଅଧିକ ଚିକିତ୍ସା ପାଇଁ ଦିଲ୍ଲୀର ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେ ୧୩୦ରୁ ଅଧିକ ଓଡ଼ିଆ ଚଳଚ୍ଚିତ୍ର ଓ ଧାରାବାହିକରେ ଅଭିନୟ କରିଥିଲେ। ଉତ୍ତମ ମହାନ୍ତି ଓଡ଼ିଆ ଚଳଚ୍ଚିତ୍ର ଜଗତର … Continue reading ଆରପାରିରେ ଅଭିମାନୀ ଅଭିନେତା ଉତ୍ତମ ମହାନ୍ତି…