www.samajalive.in
Sunday, December 14, 2025
16.1 C
Bhubaneswar

ଓଡ଼ିଆ ସିଆଇଏସଏଫ ଯବାନ ସହିଦ

କାମାକ୍ଷାନଗର – ଜାମ୍ମୁକାଶ୍ମୀରର କିସ୍ତୱାରଠାରେ ବାଦଲଫଟା ବର୍ଷାରେ ଓଡ଼ିଆ ସିଆଇଏସଏଫ ଯବାନ ସହିଦ । ସହିଦ ଯବାନ ଜଣକ ପରଜଙ୍ଗ ଥାନା ମାଣିକମରା ଗ୍ରାମର ମନୋଜ ବିଶ୍ୱାଳ। ହଠାତ ବାଦଲଫଟା ବର୍ଷା ହେବା ଫଳରେ ଭୂସ୍କଳନ ହୋଇଥିବା ବେଳେ ଯବାନମାନେ ରହୁଥିବା କ୍ୟାମ୍ପ ସମ୍ପୂର୍ଣ ଭାବେ ନଷ୍ଟ ହୋଇଯାଇଥିଲା। ତେବେ ଏହାରି ଭିତରେ ମନୋଜଙ୍କ ସେଠାରେ ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଛି । ମନୋଜଙ୍କ ମୃତ୍ୟୁଖବର ଆଜି ପରିବାର ଲୋକ ପାଇଥିବା ବେଳେ ତାଙ୍କ ପୈତୃକ ଗ୍ରାମ ମାଣିକମରାରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories