www.samajalive.in
Saturday, December 6, 2025
26.1 C
Bhubaneswar

‘ଦମନ’ ଚଳଚ୍ଚିତ୍ର ପ୍ରଦର୍ଶନକୁ କରମୁକ୍ତ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଓଡିଶା ସରକାରଙ୍କ ମ୍ୟାଲେରିଆ ନିରାକରଣ କାର୍ଯ୍ୟକ୍ରମ ଉପରେ ନିର୍ମିତ ଚଳଚ୍ଚିତ୍ର ‘ଦମନ’ର ପ୍ରଦର୍ଶନକୁ ମୁଖ୍ୟମନ୍ତ୍ରୀ  ନବୀନ ପଟନାୟକ ସମ୍ପୂର୍ଣ୍ଣ ଟିକସ ମୁକ୍ତ ଘୋଷଣା କରିଛନ୍ତି। ବାସ୍ତବ ଜୀବନରେ ମାଲକାନଗିରି ର ଦୁର୍ଗମ ଅଞ୍ଚଳରେ ସ୍ୱାସ୍ଥ୍ୟ ସେବା ଯୋଗାଇ ବାରେ ଜଣେ ଯୁବ ଡାକ୍ତର ମାନବିକତାର ଯେଉଁ ନୂଆ ଉଦାହରଣ ସୃଷ୍ଟି କରିଛନ୍ତି ତାହା ଏ ଚଳଚ୍ଚିତ୍ରର ବିଷୟ ବସ୍ତୁ ରହିଛି। ସ୍ୱାସ୍ଥ୍ୟ ବିଭାଗ ସମେତ ସବୁ ସରକାରୀ କର୍ମଚାରୀମାନଙ୍କ ମଧ୍ୟରେ ସେବା ମନୋଭାବକୁ ଆହୁରି ମଜବୁତ୍ କରିବା ଦିଗରେ ଏହା ପ୍ରଭାବିତ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି।
କୋଭିଡ ମହାମାରୀ ସମୟରେ ଯେଭଳି ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ସମନ୍ଵୟ ରଖି ସେବା ଯୋଗାଇଲେ ସେଭଳି କାମକଲେ ଆମେ ଏକ ସୁସ୍ଥ ଓ ସଚେତନ ସାମାଜ ର ବିକାଶ କରି ପାରିବା ବୋଲି ମୁଖ୍ୟମନ୍ତ୍ରୀ ଦୃଢ଼ ବିଶ୍ବାସ ପ୍ରକଟ କରିଛନ୍ତି.

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories