www.samajalive.in
Sunday, December 14, 2025
26.1 C
Bhubaneswar

ସିକ୍କିମ ବନ୍ୟାରେ ଓଡ଼ିଆ ଯବାନ ନିଖୋଜ

କାମାକ୍ଷାନଗର : କାମାକ୍ଷାନଗର ଥାନା ଅନ୍ତର୍ଗତ ଦିଘୀ ପଞ୍ଚାୟତର କେନ୍ଦୁଢିପ ଗ୍ରାମର ସରୋଜ ଦାସ ସେନାବାହିନୀରେ ହାବିଲଦାର ଭାବେ କାର୍ଯ୍ୟରତ ଥିଲେ। ସିକ୍କିମ ବନ୍ୟାରେ ୨୩ ଜଣ ଯବାନ ନିଖୋଜ ଥିବା ବେଳେ ସେଥିରେ ସରୋଜ ନିଖୋଜ ଥିବାର ଜଣାଯାଇଛି । କେନ୍ଦୁଢିପ ଗ୍ରାମର ରାମଚନ୍ଦ୍ର ଦାସଙ୍କ ସାନ ପୁଅ ସରୋଜ ଗତ କିଛିବର୍ଷ ହେଲା ସେନାବାହିନୀରେ ଯୋଗ ଦେଇ ହାବିଲଦାର ଭାବେ କାର୍ଯ୍ୟ କରୁଥିଲେ। ଗତ ୭ ମାସ ତଳେ ସରୋଜ ବିବାହ କରିଛନ୍ତି। ଏ ପର୍ଯ୍ୟନ୍ତ ସରୋଜଙ୍କର କୌଣସି ଖବର ମିଳି ନଥିବାରୁ ପରିବାର ତଥା ଗ୍ରାମବାସୀଙ୍କ ମଧ୍ୟରେ ଆଶଙ୍କା ସୃଷ୍ଟି ହୋଇଛି।

Hot this week

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

Related Articles

Popular Categories