www.samajalive.in
Friday, December 5, 2025
20.1 C
Bhubaneswar

ମଧୁମିତା ରହୁଥିବା ଭଡା ଘରେ ପୁଲିସର ତନାଘନା

ଭୁବନେଶ୍ୱର: ସାମ୍ବାଦିକା ମଧୁମିତା ପରିଡା ଆତ୍ମହତ୍ୟା ମାମଲା । ଶ୍ରୀଧର ଓ ମଧୁମିତା ରହୁଥିବା ଭଡା ଘରେ ତନାଘନା କରୁଛି ଧଉଳି ଥାନା ପୁଲିସ । ଦୁଇ ମହିଳା ବନ୍ଧୁଙ୍କୁ ଗିରଫ କରିବାକୁ ମଧୁମିତାଙ୍କ ପରିବାର ଲୋକେ ଦାବି କରିଛନ୍ତି । ସୂଚନା ଯୋଗ୍ୟ ସାମ୍ବାଦିକା ମଧୁମିତା ପରିଡ଼ା ଆତ୍ମହତ୍ୟା ମାମଲାରେ ସୋମବାର ବ୍ୟବଚ୍ଛେଦ ରିପୋର୍ଟ ପୁଲିସକୁ ହସ୍ତଗତ ହୋଇଥିଲା। ଶରୀରରେ ଏକାଧିକ କ୍ଷତ ଯୋଗୁ ମଧୁମିତାଙ୍କ ମୃତ୍ୟୁ ହୋଇଥିବା ରିପୋର୍ଟରେ ଦର୍ଶାଯାଇଥିଲା। ଗତ ୨୨ ତାରିଖ ସନ୍ଧ୍ୟାରେ ଭୁବନେଶ୍ଵରର ବାପୁଜୀନଗର ରେଳ ଧାରଣାରେ ଟ୍ରେନ ଆଗକୁ ଡେଇଁ ଆତ୍ମହତ୍ୟା କରିଥିଲେ ମଧୁମିତା। ମଧୁମିତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଛନ୍ତି ପରିବାର ଲୋକେ ।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories