www.samajalive.in
Friday, December 5, 2025
16.1 C
Bhubaneswar

ମଣିପୁରରେ ଓଡ଼ିଆ ଯବାନ ସହିଦ: ଆଜି ଆସିବ ମରଶରୀର

ବ୍ରହ୍ମପୁର: ମଣିପୁରରେ କାର୍ଯ୍ୟରତ ଜଣେ ଓଡ଼ିଆ ଯବାନ ସହିଦ ହୋଇଛନ୍ତି । ମୃତ ଯବାନ ହେଲେ ପୁରୀ ଜିଲା ବ୍ରହ୍ମଗିରି ବ୍ଲକ ଅନ୍ତର୍ଗତ କପିଳେଶ୍ୱରପୁର ଦ୍ୱିତୀୟ ଓ ଗ୍ରାମର ଶ୍ୟାମସୁନ୍ଦର କର । ସେ ମଣିପୁର ବାଟାଲିୟନର ସିପାହି ଭାବେ କାର୍ଯ୍ୟ କରୁଥିଲେ । ତାଙ୍କର ଆକସ୍ମିକ ମୃତ୍ୟୁ ଘଟିଛି । ମୁତ୍ୟୁ ଖବର ପାଇବା ପରେ ସ୍ଥାନୀୟ ଅଞ୍ଚଳରେ ଶୋଖ ପ୍ରକାଶ ପାଇଛି । ଶ୍ୟାମସୁନ୍ଦରଙ୍କର ପରିବାରରେ ବୃଦ୍ଧ ବାପାଙ୍କ ସମେତ ପତ୍ନୀ ଓ ଗୋଟିଏ ପୁଅ ଓ ଝିଅ ରହିଛନ୍ତି । ମରଶରୀର ଆଜି କପିଳେଶ୍ୱରରପୁର ଅଣାଯିବ । ଜଗନ୍ନାଥ ରୋଡରୁ ଏକ ଶୋଭାଯାତ୍ରା ବାହାରି ଗ୍ରାମ ପରିକ୍ରମା କରାଯିବ । ଏଥିରେ ଜିଲା ପ୍ରଶାସନ ଓ ବ୍ଲକ ଅଧିକାରୀ ଯୋଗ ଦେବେ । ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶବ ସତ୍କାର କରାଯିବ ବୋଲି ଜଣାପଡିଛି ।

Hot this week

ରାତି ବଢିବା ସହ ବଢ଼ିଲାଣି ଭିଡ ,କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି

କଟକ :କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି । କିନ୍ତୁ ଆଜିଠୁ...

ସମ୍ପତ୍ତି ଆଗରେ ସମ୍ପର୍କ ତୁଛ , ମା ର ମୃତ ଦେହ ସତ୍କାର ନହୋଇ ପଡ଼ିରହିଛି

କୁଜଙ୍ଗ: କୁଜଙ୍ଗ ବ୍ଲକ ବିଶ୍ୱାଳି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି।...

ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦,କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର: ଆସନ୍ତା ୯ ତାରିଖରେ ବାରବାଟୀ ଷ୍ଟାଡିୟମ, କଟକ ଠାରେ ଭାରତ-ଦକ୍ଷିଣ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ଫୁଲବାଣୀ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି...

୨ ଶିଶୁ ସହ ୧୫ ଦାଦନ ଶ୍ରମିକ ଉଦ୍ଧାର, ଫେରାର ସର୍ଦ୍ଦାର ଗିରଫ

କଣ୍ଟାବାଞ୍ଜି: ତୁରକେଲା ଥାନା ପୁଲିସ ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ଗୁରୁବାର...

Related Articles

Popular Categories