www.samajalive.in
Monday, December 15, 2025
15.1 C
Bhubaneswar

ପୁରସ୍କୃତ ହେଲା ଓଡ଼ିଆ ଚଳଚ୍ଚିତ୍ର ‘ଡାଲଚିନି’

ଭୁବନେଶ୍ବର: ରିତୁପ୍ରିୟା ପ୍ରଡକ୍ସନ୍ସର ଓଡ଼ିଆ ଚଳଚ୍ଚିତ୍ର ‘ଡାଲଚିନି’ ୧୪ତମ ଜୟପୁର ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବରେ ଶ୍ରେଷ୍ଠ ରୋମାଣ୍ଟିକ ଚଳଚ୍ଚିତ୍ର ଭାବେ ପୁରସ୍କୃତ ହୋଇଛି। ଜୟପୁରର ମହାରାଣାପ୍ରତାପ ପ୍ରେକ୍ଷାଳୟରେ ବିନା ମୋଦାରୀଙ୍କଠାରୁ ପ୍ରଯୋଜକ ଅତୀଶ କୁମାର ରାଉତ, ନିର୍ଦେଶକ ଶିଶିର ସାହୁ, ପିନାକୀ ସିଂହ, କାହାଣୀକାର ଜିତେନ୍ଦ୍ରୀୟ ପ୍ରଧାନ ଓ ନାୟକ ପାର୍ଥସାରଥି ରାୟ ପୁରସ୍କାର ଗ୍ରହଣ କରିଛନ୍ତି। ପ୍ରଯୋଜକ କହିଛନ୍ତି ଏହା ଓଡ଼ିଶା ପାଇଁ ଖୁସି ଓ ଗର୍ବର କଥା। ଏହି ମହୋତ୍ସବରେ ୫୨ଦେଶରୁ ୧୫୦୦ ରୁ ଅଧିକ ଚଳଚ୍ଚିତ୍ର ଭାଗ ନେଇଥିଲେ। ଏହା ପୂର୍ବରୁ ଏହି ଚିତ୍ର ସିମଲା ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ, ଇନ୍ଦସଭାଲି ଅନ୍ତର୍ଜାତୀୟ ମହୋତ୍ସବରେ ପୁରସ୍କୃତ ହୋଇଥିଲା।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories