ସମାଜ ଡିଜିଟାଲ ଡେସ୍କ: କେନ୍ଦ୍ରକୁ ଡେପୁଟେସନରେ ଗଲେ ଆଇଏଏସ ଅଧିକାରୀ ଆଶିଷ ଠାକରେ। ସେ ଆଗାମୀ ୫ ବର୍ଷ ପାଇଁ କେନ୍ଦ୍ରୀୟ ଡେପୁଟେସନରେ ରହିବେ। ତାଙ୍କୁ କେନ୍ଦ୍ର ସରକାର ସାମାଜିକ ଭିନ୍ନକ୍ଷମ ସଶକ୍ତୀକରଣ ନିର୍ଦେଶକ ଭାବେ ନିଯୁକ୍ତ କରାଯାଇଛି।
Popular Categories

Hot this week

‘The Samaja’, the synonym of newspapers in Odisha – a mass circulated and widely read Odia daily has completed ‘Hundred Five‘ years of its glorious publication. Founded in 1919 by a great visionary, nationalist and freedom fighter, Utkalamani Pandit Gopabandhu Das.. Read More
Get important news delivered directly to your inbox and stay connected!