www.samajalive.in
Saturday, December 6, 2025
26.1 C
Bhubaneswar

ଆତଙ୍କୀ ଲିଙ୍କ୍‌ରେ ସରକାରୀ କର୍ମଚାରୀ, ଲଶ୍କର ଓ ହିଜବୁଲ ପାଇଁ କରୁଛନ୍ତି କାମ

ସମାଜ ଡିଜିଟାଲ ଡେସ୍କ: ଆତଙ୍କବାଦୀଙ୍କ ପାଇଁ କାମ କରୁଛନ୍ତି ସରକାରୀ କର୍ମଚାରୀ। କଥାଟି ଆଶ୍ଚର୍ଯ୍ୟ ଲାଗୁଥିବ। କିନ୍ତୁ ଜାମ୍ମୁ-କାଶ୍ମୀରରୁ ଏଭଳି ତଥ୍ୟ ସାମ୍ନାକୁ ଆସିଛି। ଆତଙ୍କବାଦୀ ସଂଗଠନ ସହିତ ସମ୍ପର୍କ ରଖିଥିବା ଜଣାପଡ଼ିବା ପରେ ୩ କର୍ମଚାରୀଙ୍କୁ ସରକାର ଚାକିରିରୁ ବିଦା କରିଛନ୍ତି।

ଜାମ୍ମୁ-କାଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା ୩ କର୍ମଚାରୀଙ୍କୁ ଚାକିରିରୁ ବହିସ୍କାର କରିଛନ୍ତି। ଏମାନେ ଲଶ୍କର-ଇ-ତଇବା, ହିଜବୁଲ ମୁଜାହିଦିନ ଭଳି ଆତଙ୍କବାଦୀ ସଂଗଠନ ପାଇଁ କାମ କରୁଥିଲେ। କେବଳ ଏହି ୩ ଜଣ ନୁହନ୍ତି, ଅନ୍ୟ କିଛି ସରକାରୀ କର୍ମଚାରୀ ମଧ୍ୟ ଆତଙ୍କବାଦ କାର୍ଯ୍ୟକଳାପରେ ଲିପ୍ତ ଥିବା ଜଣାପଡ଼ିଛି। ସେମାନଙ୍କୁ ଚିହ୍ନଟ ପାଇଁ ସରକାର କଡ଼ା ପଦକ୍ଷେପ ନେଉଥିବା କହିଛନ୍ତି।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories