www.samajalive.in
Tuesday, December 9, 2025
26.1 C
Bhubaneswar

ପାକିସ୍ତାନରେ ଜୈଶର ବରିଷ୍ଠ କମାଣ୍ଡରକୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ପାକିସ୍ତାନରେ ନିହତ ହୋଇଛି ଆତଙ୍କବାଦୀ ସଂଗଠନ ଜୈଶ-ଏ-ମହମ୍ମଦର ବରିଷ୍ଠ କମାଣ୍ଡର ଅବଦୁଲ ଅଜିଜ ଏସାର। ସନ୍ଦିଗ୍ଧ ଅବସ୍ଥାରେ ଅଜିଜର ମୃତଦେହ ତା’ର ଜଣେ ସହଯୋଗୀ ଦ୍ଵାରା ଠାବ ହୋଇଛି। ଅଜିଜକୁ ଗୁଳି କରି ହତ୍ୟା କରାଯାଇଥିବା କୁହାଯାଉଛି। କିନ୍ତୁ ଜୈଶ ସଂଗଠନ ସାମାଜିକ ଗଣମାଧ୍ୟମରେ ଗୁଳି କରାଯିବା ତଥ୍ୟକୁ ଖଣ୍ଡନ କରିଛି।

ଅଜିଜ ସବୁବେଳେ ଭାରତ ବିରୋଧୀ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଥିଲା। ପ୍ରତ୍ୟକ ଭାଷଣରେ ସେ ଭାରତ ବିରୋଧରେ ଲୋକଙ୍କୁ ଉତ୍ତେଜନାପୂର୍ଣ୍ଣ ଭାଷଣ ଦେଉଥିଲା।

Hot this week

ଆଉ ୧୮ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା : ଏମ୍‌ଭି-୨୬ରେ ୧୬୩ ଘର କ୍ଷତିଗ୍ରସ୍ତ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ବଢିଲା ଇଣ୍ଟରନେଟ୍ କଟକଣା। ପ୍ରଶାସନ ଆଉ ୧୮...

୫ ବର୍ଷରେ ଗଲାଣି ୫୧୮ ଦାଦନଙ୍କ ଜୀବନ

ସମାଜଲାଇଭ ଡେସ୍କ: ରାଜ୍ୟରେ ଦାଦନ ଶ୍ରମିକଙ୍କ ମୃତ୍ୟୁ ଘଟଣା ଦିନକୁ ଦିନ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦ ମ୍ୟାଚ୍ କୁ ନେଇ...

କେଉଁ ଡାଲି ଶରୀର ପାଇଁ ଜରୁରୀ: ରକ୍ତଚାପ, କୋଲେଷ୍ଟ୍ରଲ ଏବଂ ଓଜନ ମଧ୍ୟ ହ୍ରାସ ପାଇଥାଏ

ସମାଜ ଡିଜିଟାଲ ଡେସ୍କ: ଡାଲି ପୁଷ୍ଟିସାରରେ ଭରପୂର ରହିଥାଏ। ଏଥିରେ ପ୍ରଚୁର...

ସରିଲା ଶୀତକାଳୀନ ଅଧିବେଶନ

ଭୁବନେଶ୍ଵର: ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ। ନିର୍ଦ୍ଧାରିତ ସମୟ ପୂର୍ବରୁ ଅଧିବେଶନ...

Related Articles

Popular Categories