ଏସିଡ ଆକ୍ରମଣ ମାମଲାରେ ଅଭିଯୁକ୍ତଙ୍କୁ ୧୨ ବର୍ଷ ଜେଲ ଦଣ୍ଡାଦେଶ
ଫୁଲବାଣୀ: ଏକ ଏସିଡ ଆକ୍ରମଣ ମାମଲାର ଶୁଣାଣି କରି ଫୁଲବାଣୀ ଅତିରିକ୍ତ ଜିଲ୍ଲା ଦୌରା ଜଜ୍ ଅଭିଯୁକ୍ତକୁ ୧୨ ବର୍ଷ ସଶ୍ରମ କାରାଦଣ୍ଡ ଆଦେଶ ଦେଇଛନ୍ତି। ଏଥି ସହିତ ଦୋଷୀକୁ ୫୦ ହଜାର ଟଙ୍କା ଜରିମାନା କରାଯାଇଛି। ଜରିମାନା ଅନାଦେୟ ଅଭିଯୁକ୍ତକୁ ଅଧିକ ୬ ମାସ ଜେଲ ଦଣ୍ଡ ଭୋଗିବାକୁ ପଡ଼ିବ ବୋଲି ଅଦାଲତ ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ଟାଉନ ଥାନା ଅନ୍ତର୍ଗତ ପଟାବାଲି ସାହିର ପ୍ରମୋଦ କୁମାର ସାହୁ (୬୦)। … Continue reading ଏସିଡ ଆକ୍ରମଣ ମାମଲାରେ ଅଭିଯୁକ୍ତଙ୍କୁ ୧୨ ବର୍ଷ ଜେଲ ଦଣ୍ଡାଦେଶ
Copy and paste this URL into your WordPress site to embed
Copy and paste this code into your site to embed