ସଂଜୟ ଭୋଳଙ୍କୁ ଆଜୀବନ ବାସନ୍ଦ କଲା ଓମା

ସମାଜ ଡିଜିଟାଲ ଡେସ୍କ: ଯାତ୍ରା ଜଗତର ଖଳନାୟକ ସଞ୍ଜୟ ଭୋଳଙ୍କୁ ଆଜୀବନ ବାସନ୍ଦ କଲା ଓମା ବା ଅପେରା ମାଷ୍ଟର ସଂଘ(ଓଏମଏ)। ଏକ ପୋଡକାଷ୍ଟରେ ସଞ୍ଜୟ ବିବାଦୀୟ ମନ୍ତବ୍ୟ ଦେଇ ନିଜ ପାଇଁ ଅଡୁଆ ପରିସ୍ଥିତି ସୃଷ୍ଟି କରିଛନ୍ତି, ଯାହା ଫଳରେ ଓମା ତାଙ୍କ ବିରୋଧରେ ଏଭଳି କାର୍ଯ୍ୟାନୁଷ୍ଠାନ ନେଇଛି। ପୋଡକାଷ୍ଟରେ ସଞ୍ଜୟ ଦେଇଥିବା ମନ୍ତବ୍ୟକୁ ନେଇ ଓମା ସଭାପତି ବିଜୟ ଦାସ ପ୍ରତିକ୍ରିୟା ରଖି କହିଛନ୍ତି, ସଞ୍ଜୟ ଭୋଳଙ୍କୁ ଆମେ ଆଜୀବନ ବାସନ୍ଦ କରୁଛୁ। ସେ … Continue reading ସଂଜୟ ଭୋଳଙ୍କୁ ଆଜୀବନ ବାସନ୍ଦ କଲା ଓମା