www.samajalive.in
Saturday, December 6, 2025
16.1 C
Bhubaneswar

ଓଡ଼ିଆ ଅଧିକାରୀ ହେବେ ଭାରତୀୟ ସେନା ଉପମୁଖ୍ୟ

ନୂଆଦିଲ୍ଲୀ: ଭାରତୀୟ ସେନାର ପରବର୍ତ୍ତୀ ଉପମୁଖ୍ୟ ହେବେ ଜଣେ ଓଡ଼ିଆ ଅଧିକାରୀ। ସେ ହେଉଛନ୍ତି ଚଣ୍ଡିପ୍ରସାଦ ମହାନ୍ତି। ଓଡ଼ିଶାର ଜଗତସିଂହପୁର ଜିଲା ଜୟବଡ଼ରେ ଜନ୍ମିତ ଲ୍ୟୁଟନାଣ୍ଟ ଜେନେରାଲ ଚଣ୍ଡିପ୍ରସାଦ ବର୍ତ୍ତମାନ ସଦର୍ଣ୍ଣ କମାଣ୍ଡ୍‌ର କମାଣ୍ଡିଂ ଇନ୍‌ ଚିଫ ରହିଛନ୍ତି।

ବର୍ତ୍ତମାନ ସତିନ୍ଦର କୁମାର ସାଇନି ଭାରତୀୟ ସେନାର ଉପମୁଖ୍ୟ ଅଛନ୍ତି। ସେ ଆସନ୍ତା ୩୧ ତାରିଖରେ ଅବସର ଗ୍ରହଣ କରିବେ। ତାଙ୍କ ସ୍ଥାନରେ ଚଣ୍ଡିପ୍ରସାଦ ସେନା ଉପମୁଖ୍ୟ ଭାବେ ଦାୟିତ୍ଵ ଗ୍ରହଣ କରିବେ ବୋଲି ସୂଚନା ମିଳିଛି। ଏହା ସହିତ ସେ ପ୍ରଥମ ଓଡ଼ିଆ ଭାବେ ସେନାରେ ଏହି ପଦବୀ ଅଳଙ୍କୃତ କରିବାକୁ ଯାଉଛନ୍ତି, ଯାହା ଓଡ଼ିଶା ପାଇଁ ଗୌରବର ବିଷୟ।

Hot this week

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

Related Articles

Popular Categories