www.samajalive.in
Saturday, December 13, 2025
23.1 C
Bhubaneswar

କୋଟାରେ ଓଡିଆ ଛାତ୍ରଙ୍କ ମୃତ୍ୟୁ

ଖୁଣ୍ଟା: ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ଟିଟିଆ ଗ୍ରାମର କୁଶ ଗିରିଙ୍କ ଏକମାତ୍ର ସନ୍ତାନ ଅଭିଜିତ(୧୮)ଙ୍କର ରାଜସ୍ଥାନର କୋଟାରେ ମୃତ୍ୟୁ ଘଟିଛି। ସେ ୨୦୨୩ରୁ କୋଟାରେ ଜେଇଇ କୋଚିଂ ନେଉଥିଲେ। କୋଟାର ବିଜ୍ଞାନ ନଗର ଥାନା ଆମ୍ବେଦକର କଲୋନୀରେ ଅଭିଜିତ ରହୁଥିଲେ। ଗୁରୁବାର କୋଠରୀ ମଧ୍ୟରୁ ଝୁଲନ୍ତା ଅବସ୍ଥାରେ ତାଙ୍କ ମୃତଦେହ ମିଳିଥିଲା। ପୁଲିସ ପହଞ୍ଚି ମୃତଦେହ ଜବତ କରିବା ସହିତ ପରିବାର ଲୋକଙ୍କୁ ସୂଚନା ଦେଇଥିଲା। ଅଭିଜିତଙ୍କର ମୃତ୍ୟୁ କିପରି ହୋଇଛି ତାହା ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଜଣାପଡ଼ିବ ବୋଲି ପୁଲିସ କହିଛି।

Hot this week

ସଂସଦ ଆକ୍ରମଣକୁ ୨୪ବର୍ଷ ପୁରିଲା: ୪୫ମିନିଟ୍‌ ଧରି ହୋଇଥିଲା ଗୁଳିଚାଳନା

ନୂଆଦିଲ୍ଲୀ: ସଂସଦ ଉପରେ ଆକ୍ରମଣକୁ ଆଜି ପୂରିଲା ୨୪ ବର୍ଷ ।...

ଲିଓନେଲ୍ ମେସିଙ୍କ ୭୦ ଫୁଟ ପ୍ରତିମୂର୍ତ୍ତି ଉନ୍ମୋଚନ

ସମାଜ ଲାଇଭ ଡ଼େସ୍କ : ବିଶ୍ବର ତାରକା ଫୁଟବଲ୍ ଖେଳାଳି ଲିଓନେଲ୍...

ମାଟି ତଳୁ କଡାଯାଉଛି ରାମୁ ହାତୀର କଙ୍କାଳ: ପ୍ରକୃତି ନିବାସରେ ସଂରକ୍ଷିତ ରହିବ

ସମାଜ ଡିଜିଟାଲ ଡେସ୍କ: ଅମର ରହିବ ରାମୁ ହାତୀ । ସଂରକ୍ଷିତ...

ଡାଏବେଟିସ ପାଇଁ ଆସିଲା ଇଞ୍ଜେକ୍ସନ୍

ନୂଆଦିଲ୍ଲୀ : ଡେନମାର୍କ ଔଷଧ କମ୍ପାନୀ ନୋଭୋ ନରଡିସ୍କ ଶେଷରେ ଭାରତରେ...

ତାଣ୍ଡବ ରଚିଲା ଘନ କୁହୁଡ଼ି : ଗୋଟିଏ ପରେ ଗୋଟିଏ ଛଅଟି ଗାଡ଼ି ଧକ୍କା

ସମାଜ ଲାଇଭ ଡ଼େସ୍କ : ଉତ୍ତର ପ୍ରଦେଶରେ ତାଣ୍ଡବ ରଚିଲା ଘନ...

Related Articles

Popular Categories