www.samajalive.in
Tuesday, December 9, 2025
15.1 C
Bhubaneswar

ଷଷ୍ଠ ଅର୍ଥ କମିଶନ ଗଠିତ, ଅବସରପ୍ରାପ୍ତ ଆଇଏଏସ ଅରୁଣ ପଣ୍ଡା ଅଧ୍ୟକ୍ଷ

ଡେସ୍କ: ରାଜ୍ୟ ସରକାର ଆଜି ଷଷ୍ଠ ଅର୍ଥ କମିଶନ ଗଠନ କରିଛନ୍ତି। କମିଶନର ଅଧ୍ୟକ୍ଷ ଭାବେ ଅବସରପ୍ରାପ୍ତ ଆଇଏଏସ ଅରୁଣ ପଣ୍ଡାଙ୍କୁ ନିଯୁକ୍ତି ଦିଆଯାଇଛି। କମିଶନରେ ଜଣେ ସଦସ୍ୟ ସଚିବଙ୍କ ସମେତ ୩ ଜଣ ସଦସ୍ୟ ରହିଛନ୍ତି। ଏଥିରେ ଜାଭିଅର ଇନଷ୍ଟିଚ୍ୟୁଟ ଅଫ ମ୍ୟାନେଜମେଣ୍ଟ ଭୁବନେଶ୍ୱରର ପ୍ରଫେସର ଅସିତ ରଞ୍ଜନ ମହାନ୍ତି, ପଣ୍ଡିଚେରୀ ବିଶ୍ବବିଦ୍ୟାଳୟର ପ୍ରଫେସର ଅମରେଶ ସାମନ୍ତରାୟ ଓ ଟାଟା ଇନଷ୍ଟିଚ୍ୟୁଟ ଅଫ ସୋସିଆଲ ସାଇନ୍ସର ପ୍ରଫେସର ଡ. ବିଭୂପ୍ରସାଦ ନାୟକ ସଦସ୍ୟ ଭାବେ ମନୋନୀତ ହୋଇଛନ୍ତି। କମିଶନର ସଦସ୍ୟ ସଚିବ ଭାବେ ଅର୍ଥ ବିଭାଗ ଅତିରିକ୍ତ ସଚିବ ସତ୍ୟପ୍ରିୟ ରଥ କାର୍ଯ୍ୟ କରିବେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories