www.samajalive.in
Monday, December 8, 2025
20.1 C
Bhubaneswar

ଓଡିଶା କୃଷି ଶିଳ୍ପ ନିଗମର ଲାଭାଂଶ ପ୍ରଦାନ

ଭୁବନେଶ୍ବର: ଓଡିଶା କୃଷି ଶିଳ୍ପ ନିଗମ ୨୦୧୪-୧୫ ଆର୍ଥିକ ବର୍ଷ ପାଇଁ ରାଜ୍ୟ ସରକାରଙ୍କୁ ଏହାର ଲାଭାଂଶ ପରିମାଣ ପ୍ରଦାନ କରାଯାଇଛି । ଶନିବାର ନିଗମର ଅଧ୍ୟକ୍ଷ ପ୍ରଭାତ ଆଦିତ୍ୟ ମିଶ୍ର ସଚିବାଳୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ୬,୨୦,୭୩,୧୫୨ ଟଙ୍କାର ଚେକ୍ ପ୍ରଦାନ କରିଛନ୍ତି । ଏହି ଅବସରରେ କୃଷିମନ୍ତ୍ରୀ ପ୍ରଦୀପ ମହାରଥୀ, ବିଭାଗୀୟ ସଚିବ ଓ ନିଗମର ପରିଚାଳନା ନିର୍ଦେଶକ ପ୍ରମୁଖ ଉପସ୍ଥିତ ଥିଲେ ।

Hot this week

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

Related Articles

Popular Categories