www.samajalive.in
Wednesday, November 19, 2025
29.1 C
Bhubaneswar

ଓଡିଶା ଓ ଛତିଶଗଡ଼ ପୁଲିସ ଏବଂ ସିଆରପିଏଫ ଯବାନଙ୍କ ସମ୍ମିଳିତ ଆନ୍ତଃରାଜ୍ୟ ଅଭିଯାନ

ଭୁବନେଶ୍ୱର : ଓଡ଼ିଶାର ନୂଆପଡ଼ା ଜିଲା ଓ ଛତିଶଗଡ଼ର ଗରିଆବନ୍ଧ ଜିଲାର ସୀମାନ୍ତ ଅଞ୍ଚଳରେ ଓଡିଶା ଓ ଛତିଶଗଡ଼ ପୁଲିସ ଏବଂ ସିଆରପିଏଫ ଯବାନଙ୍କ ଏକ ସମ୍ମିଳିତ ଆନ୍ତଃରାଜ୍ୟ ଅଭିଯାନ ଆରମ୍ଭ ହୋଇଛି।

ଉଲ୍ଲେଖଯୋଗ୍ୟ ଯେ, ଗତ ୧୯ ତାରିଖ ରାତିରୁ ଓଡିଶାର ନୂଆପଡ଼ା ଜିଲ୍ଲା ସୀମାଠାରୁ ମାତ୍ର ୫ କିଲୋମିଟର ଦୂର ଛତିଶଗଡ଼ର କୁଲାରୀଘାଟ ସଂରକ୍ଷିତ ଜଙ୍ଗଲରେ ବହୁ ସଂଖ୍ୟାରେ ମାଓବାଦୀ ଲୁଚି ରହିଥିବା ସଂକ୍ରାନ୍ତରେ ଗୁଇନ୍ଦା ସୂଚନା ମିଳିଥିଲା। ସେହି ଅନୁଯାୟୀ, ଉଭୟ ରାଜ୍ୟର ସୁରକ୍ଷା ବାହିନୀଙ୍କ ସହ କେନ୍ଦ୍ରୀୟ ସୁରକ୍ଷା ବାହିନୀ ମିଶି ଏହି ସମ୍ମିଳିତ ଅଭିଯାନ ଆରମ୍ଭ କରିଛନ୍ତି। ଆଜି ସକାଳୁ ଉଭୟ ପକ୍ଷରୁ ଗୁଳି ବିନିମୟ ଜାରି ରହିଛି। ପୁଲିସ ପକ୍ଷରୁ ଅଭିଯାନ ଜାରି ରହିଥିବା ବେଳେ ଏ ସଂକ୍ରାନ୍ତରେ ଅଧିକ ସୂଚନା ଶୀଘ୍ର ପ୍ରଦାନ କରାଯିବ।

- Advertisement -

 

Hot this week

ରଣଜୀ ଟ୍ରଫି : ଓଡିଶାର ପ୍ରଥମ ବିଜୟ

ଭୁବନେଶ୍ୱର:ରଣଜୀ ଟ୍ରଫିରେ ଚଳିତ ସିଜନରେ ଓଡିଶାର ପ୍ରଥମ ବିଜୟ ହୋଇଛି। ନାଗାଲାଣ୍ଡକୁ...

ଶପଥ ନେବେ ନୀତିଶ : ବଦଳିଲା ସମୟ

ସମାଜ ଲାଇଭ ଡ଼େସ୍କ : ଆସନ୍ତାକାଲି ବିହାର ମୁଖ୍ୟମନ୍ତ୍ରୀ ଭାବେ ଶପଥ...

ସାପ କାମୁଡା ମୃତ୍ୟୁ ପାଇଁ ୧୦ ଲକ୍ଷ !

ଭୁବନେଶ୍ଵର: ସାପ କାମୁଡା ମୃତ୍ୟୁ ପାଇଁ କ୍ଷତିପୂରଣ ରାଶି ୧୦ ଲକ୍ଷକୁ...

ମାରି​ଦେଲା ଚିପ୍ସ ପ୍ୟାକେଟ୍ ଖେଳନା

ବାଲିଗୁଡ଼ା: ଏମିତି ବି ଆସେ ମୃତ୍ୟୁ। ବାଲିଗୁଡା ବ୍ରାହ୍ମଣୀଗାଁ ଥାନା ତାଜୁଙ୍ଗିଆ...

ଶୀତ ଦିନେ ଗୁଡ ଖାଇଲେ ମିଳିବ ଅନେକ ଫାଇଦା

ସମାଜ ଲାଇଭ ଡ଼େସ୍କ : ଶୀତଦିନ ଆସିବା ସହିତ ଗୁଡ଼ ବଜାରରେ...

Related Articles

Popular Categories