www.samajalive.in
Saturday, December 13, 2025
27.1 C
Bhubaneswar

ସେପ୍ଟେମ୍ବର ୧୮ରୁ ବିଧାନସଭା ଅଧିବେଶନ

ସମାଜ ଡିଜିଟାଲ ଡେସ୍କ: ସେପ୍ଟେମ୍ବର ୧୮ ତାରିଖରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବ । ଏହା ୨୫ତାରିଖ ଯାଏଁ ଅଧିବେଶନ ଚାଲିବ ବୋଲି ସୂଚନା ମିଳିଛି । ୧୮ରୁ ମୌସୁମୀ ଅଧିବେଶନ ନେଇ ବାଚସ୍ପତିଙ୍କ ଅଫିସ୍‍ ଫକ୍ଷରୁ ସୂଚନା ଦିଆଯାଇଛି । ଗୃହରେ ସରକାରଙ୍କୁ ଘେରିବାକୁ ବିରୋଧୀ ରଣନୀତି ପ୍ରସ୍ତୁତ କରିଛନ୍ତି । ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଏନେଇ କହିଛନ୍ତି ଯେ ୧୪ମାସର ସରକାରଙ୍କ ବିଫଳତା ପ୍ରସଙ୍ଗ ଉଠାଇବୁ । ରାଜ୍ୟରେ ନାରୀ ନିର୍ଯାତନା, ଆଇନ ଶୃଙ୍ଖଳା ପ୍ରସଙ୍ଗ, ରାଜ୍ୟକୁ କେନ୍ଦ୍ରୀୟ ଅନୁଦାନ ପ୍ରସଙ୍ଗ ମଧ୍ୟ ଉଠାଇବା ବିଜେଡି ।

Hot this week

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

କିସ୍‌ରେ କେମିତି ହେଲା ଛାତ୍ର ଙ୍କ ମୃତ୍ୟୁ ? ସାଂଘାତିକ ଅଭିଯୋଗ ଆଣିଲେ ପରିବାର…

କେନ୍ଦୁଝର: ଭୁବନେଶ୍ଵର କିସ୍‌ରେ ଆଦିବାସୀ ଛାତ୍ରର ମୃତ୍ୟୁ ନେଇ କେନ୍ଦୁଝର ଜିଲାପାଳଙ୍କ...

ମହାନଦୀକୁ ହତ୍ୟା ଷଡ଼ଯନ୍ତ୍ର ଚାଲିଛି- ପ୍ରସନ୍ନ

ଭୁବନେଶ୍ୱର: ମହାନଦୀ ପ୍ରସଙ୍ଗର ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ବଡ ବୟାନ...

ବିଜେପିରେ ଦିଲ୍ଲୀରୁ ହୁଏ ନିଷ୍ପତ୍ତି; ମୋ ସହିତ ଆଦୌ ପରାମର୍ଶ କରାଯାଏନାହିଁ

ସମାଜ ଡିଜିଟାଲ ଡେସ୍କ: ପଞ୍ଜାବରେ ବିଜେପି ରାଜନୀତି ସରଗରମ । ପୂର୍ବତନ...

ମେସିଙ୍କୁ ଦେଖିବାକୁ ଷ୍ଟାଡିୟମରେ ହଙ୍ଗାମା

ସମାଜ ଲାଇଭ ଡ଼େସ୍କ : ମେସିଙ୍କୁ ଦେଖିବାକୁ କଲକାତା ସଲ୍ଟଲେକ ଷ୍ଟାଡିୟମରେ...

Related Articles

Popular Categories