www.samajalive.in
Saturday, December 6, 2025
15.1 C
Bhubaneswar

ଫେବୃଆରୀ ୫ରୁ ବିଧାନସଭା ଅଧିବେଶନ

ଭୁବନେଶ୍ୱର: ଫେବୃଆରୀ ୫ରୁ ଆରମ୍ଭ ହେବ ବିଧାନସଭା ବଜେଟ ଅଧିବେଶନ। ଏହି ଅଧିବେଶନରେ ଆଗତ ହେବ କାମଚଳା ବଜେଟ ଆଗତ କରିବେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ। ଫେବୃଆରୀ ୫ରୁ ଅଧିବେଶନ ଆରମ୍ଭ ହୋଇ ୧୩ରେ ଶେଷ ହେବ। ପ୍ରଥମ ଦିନରେ ରାଜ୍ୟପାଳ ଅଭିଭାଷଣ ରଖିବେ। ଏହି ଅଧିବେଶନରେ ମୋଟ ୭ଟି କାର୍ଯ୍ୟଦିବସ ରହିଛି। ଆଗକୁ ସାଧାରଣ ନିର୍ବାଚନ ଥିବାରୁ ସରକାର ଲୋକଙ୍କୁ ସୁହାଇଲା ଭଳି ବଜେଟ ଆସିପାରେ ବୋଲି ଆକଳନ କରାଯାଉଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories