www.samajalive.in
Tuesday, December 9, 2025
26.1 C
Bhubaneswar

୨୭ରେ ବିଧାନସଭା ଘେରାଓ, ଟ୍ରାଫିକ୍ ସମସ୍ୟା ସୃଷ୍ଟି ଆଶଙ୍କା କଲା କମିସନରେଟ୍ ପୁଲିସ

ଡେସ୍କ: ଆସନ୍ତାକାଲି ଅର୍ଥାତ ମାର୍ଚ୍ଚ ୨୭ ଗୁରୁବାର ଦିନ ରାଜ୍ୟ କଂଗ୍ରେସ ପକ୍ଷରୁ ବିଧାନସଭା ଘେରାଓ ସହ ଏହାର ଆଖପାଖ ଅଞ୍ଚଳରେ ବିକ୍ଷୋଭ ପ୍ରଦର୍ଶନ କରା‌ଯିବ। ଏହାକୁ ଦୃଷ୍ଟିରେ ରଖ୍ ଭୁବନେଶ୍ୱର ସହର ଏବଂ ଏହାର ଆଖପାଖରେ ବିଶେଷ କରି ରାଜମହଲ ଛକରୁ ରୁପାଲି ଛକ ପର୍ଯ୍ୟନ୍ତ ଉଭୟ ପାର୍ଶ୍ୱ ରାସ୍ତାରେ ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଟ୍ରାଫିକ୍ ସମସ୍ୟା ସୃଷ୍ଟି ହେବାର ଆଶଙ୍କା କରାଯାଉଛି।

ତେଣୁ ଟ୍ରାଫିକ୍ ସମସ୍ୟା ଏଡ଼ାଇବା ନିମନ୍ତେ କମିସନରେଟ୍ ପୁଲିସ ପକ୍ଷରୁ ରାଜମହଲ ଛକରୁ ରୁପାଲି ଛକ ପର୍ଯ୍ୟନ୍ତ ଉଭୟ ପାର୍ଶ୍ୱ ରାସ୍ତାରେ ନଯାଇ ଅନ୍ୟ ରାସ୍ତା ଦେଇ ଯିବା ନିମନ୍ତେ ଜନସାଧାରଣଙ୍କୁ ଅନୁରୋଧ କରିଛି।

Hot this week

କେଉଁ ଡାଲି ଶରୀର ପାଇଁ ଜରୁରୀ: ରକ୍ତଚାପ, କୋଲେଷ୍ଟ୍ରଲ ଏବଂ ଓଜନ ମଧ୍ୟ ହ୍ରାସ ପାଇଥାଏ

ସମାଜ ଡିଜିଟାଲ ଡେସ୍କ: ଡାଲି ପୁଷ୍ଟିସାରରେ ଭରପୂର ରହିଥାଏ। ଏଥିରେ ପ୍ରଚୁର...

ସରିଲା ଶୀତକାଳୀନ ଅଧିବେଶନ

ଭୁବନେଶ୍ଵର: ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ। ନିର୍ଦ୍ଧାରିତ ସମୟ ପୂର୍ବରୁ ଅଧିବେଶନ...

ବିଦ୍ୟୁତ୍ ତାର ଲାଗି ତାଲିମ ବିମାନ ଦୁର୍ଘଟଣା

ସମାଜ ଲାଇଭ ଡ଼େସ୍କ : ମଧ୍ୟପ୍ରଦେଶର ସିଓନିରେ ଏକ ତାଲିମ ବିମାନ...

ଅଜବ ନିଶା: କାରରେ ଭିଆଇପି ନମ୍ବର ପାଇଁ ୨୭ଲକ୍ଷ ଟଙ୍କାର ନିଲାମ, ଭାଙ୍ଗିଲା ସବୁ ରେକର୍ଡ

ସମାଜ ଡିଜିଟାଲ ଡେସ୍କ: ଉତ୍ତର ପ୍ରଦେଶର ନୋଏଡାରେ ଏକ ଅଜବ ଘଟଣା...

ଶିକାରୀ ଫାଶରେ ପଡିଲା କଲରାପତରିଆ

ଅନୁଗୁଳ : ଶିକାରୀ ଫାଶରେ ପଡିଲା କଲରାପତରିଆ। ଅନୁଗୋଳ ବନଖଣ୍ଡ କରତପଟା...

Related Articles

Popular Categories