www.samajalive.in
Saturday, December 6, 2025
15.1 C
Bhubaneswar

ଅପରାହ୍ଣ ୪ଟା ଯାଏଁ ଗୃହ ମୁଲତବି

ଭୁବନେଶ୍ୱର : ବୁଧବାର ବିଧାନସଭା ବଜେଟ ଅଧିବେଶନର ତୃତୀୟ ଦିନ । ଅପରାହ୍ଣ ୪ଟା ଯାଏଁ ଗୃହକୁ ମୁଲତବି ଘୋଷଣା କରିଛନ୍ତି ବାଚସ୍ପତି ସୁରମା ପାଢୀ। ରାଜ୍ୟପାଳ ପୁଅଙ୍କ ବିରୋଧରେ ଆସିଥିବା ଅଭିଯୋଗ ପ୍ରସଙ୍ଗକୁ ନେଇ ୩ ଦିନ ହେବ ଗୃହ ସ୍ୱଭାବିକ ଭାବେ ଚାଲି ପାରୁ ନାହିଁ । ବୁଧବାର ୩ ଦିନରେ ମଧ୍ୟ ଗୃହରେ ଅଚଳାବସ୍ଥା ଜାରି ରହିଛି । ବିରୋଧୀଙ୍କ ହଟ୍ଟଗୋଳ ପରେ ଗୃହରେ କୌଣସି କାର୍ଯ୍ୟ ହୋଇପାରିନଥିବା ବେଳେ ବାଚସ୍ପତି ସର୍ବଦଳୀୟ ବୈଠକ ଡାକି ଥିଲେ । ମାତ୍ର ଏଥିରେ କୌଣସି ନିଷ୍କର୍ଷ ବାହାରିପାରିନଥିଲା । ଫଳରେ ଗୃହକୁ ୪ଟା ଯାଏଁ ବାଚସ୍ପତି ମୁଲତବି ଘୋଷଣା କରିଥିଲେ।

୩ ଘଣ୍ଟାରେ ୭ ଜିଲାରେ ପ୍ରବଳ ବର୍ଷିବ..

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories