www.samajalive.in
Monday, December 15, 2025
26.1 C
Bhubaneswar

ତୃତୀୟ ଦିନରେ ସାଢେ ୧୧ଟା ଯାଏ ଗୃହ ମୁଲତବି

ଭୁବନେଶ୍ୱର: ବିଧାନସଭା ବଜେଟ ଅଧିବେଶନର ତୃତୀୟ ଦିନରେ ଗୃହରେ ବିରୋଧୀଙ୍କ ହଙ୍ଗାମା । ଦିନ ସାଢେ ୧୧ଟା ଯାଏ ଗୃହ ମୁଲତବି ଘୋଷଣା କଲେ ବାଚସ୍ପତି । କେନ୍ଦ୍ରୀୟ ବଜେଟରେ ଓଡ଼ିଶାକୁ ଅବହେଳା ପ୍ରସଙ୍ଗରେ କଂଗ୍ରେସ ସଦସ୍ୟମାନେ ନାରାବାଜି କରିଥିଲେ । ପ୍ରଶ୍ନକାଳ ଆରମ୍ଭ ହେବା ମାତ୍ରେ ବାଚସ୍ପତିଙ୍କ ପୋଡିୟମ୍‍ ସମ୍ମୁଖରେ କଂଗ୍ରେସ ବିଧାୟକମାନେ ହୋହାଲ୍ଲା କରିଥିଲେ । କେନ୍ଦ୍ରରେ ବିଜେପି ସରକାର ଓ ରାଜ୍ୟରେ ବିଜେପି ସରକାର ଥାଇ ମଧ୍ୟ ଓଡ଼ିଶାକୁ ବଜେଟରେ ଅବହେଳା କରାଯାଇଥିବା କଂଗ୍ରେସ ଅଭିଯୋଗ କରିଛି । ସେପଟେ ରାଜ୍ୟପାଳଙ୍କ ପୁଅକୁ ଗିରଫ ଦାବି ନେଇ ବିଜେଡି ସଦସ୍ୟମାନେ ନାରାବାଜି କରିଥିଲେ । ପ୍ରଶ୍ନକାଳ ଅଚଳ ହେବାରୁ ବାଚସ୍ପତି ସାଢେ ୧୧ଟା ଯାଏ ମୁଲତବି ରଖିଛନ୍ତି ।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories