www.samajalive.in
Saturday, December 6, 2025
15.1 C
Bhubaneswar

ବିଧାନସଭା ୧୧ଟା ୩୦ ମିନିଟ ପର୍ଯ୍ୟନ୍ତ ମୁଲତବି; ଅବକାରୀ ମନ୍ତ୍ରୀଙ୍କ ଇସ୍ତଫା ଦାବି

ଭୁବନେଶ୍ୱର: ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟର ତୃତୀୟ ଦିନରେ ଗୃହରେ ବିରୋଧୀ ଦଳ ବିଜେଡିର ହଟ୍ଟଗୋଳ। ପ୍ରଶ୍ନକାଳ ଆରମ୍ଭରୁ ଚିକିଟି ମଦ ମୃତ୍ୟୁ ପ୍ରସଙ୍ଗ ଉଠାଇ ସରକାରଙ୍କୁ ଘେରିଛି ବିଜେଡି। ମଦମୃତ୍ୟୁ ଘଟଣାରେ ଅବକାରୀ ମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛି ବିଜେଡି। ଆଜି ଗୃହ କାର୍ଯ୍ୟ ଆରମ୍ଭରୁ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଉତ୍ତର ରଖିବା ବେଳେ ବିଜେଡି ବିଧାୟକମାନେ ନାରାବାଜି କରିଥିଲେ। ସେପଟେ ଇଡ଼ି ପ୍ରସଙ୍ଗରେ ନାରାବାଜି କରିଥିଲେ କଂଗ୍ରେସ ବିଧାୟକ। ଗୃହର ମଧ୍ୟ ଭାଗକୁ ଆସିବ ପ୍ରବଳ ହଟ୍ଟଗୋଳ କରିବାରୁ ଗୃହ କାର୍ଯ୍ୟ ଅଚଳ ହୋଇଥିଲା। ଫଳରେ ବାଚସ୍ପତି ଗୃହକୁ ଦିନ ୧୧ଟା ୩୦ମିନିଟ ପର୍ଯ୍ୟନ୍ତ ମୁଲତବି ଘୋଷଣା କରିଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories