ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଦିବଙ୍ଗତ ନେତାଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ କରାଯାଇଛି । ପରଲୋକ ଗମନ କରିଥିବା ପୂର୍ବତନ ମନ୍ତ୍ରୀ ଡମ୍ବୁରଧର ଉଲ୍ଲାକା, ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ନାଥ ନାୟକ, ପୂର୍ବତନ ରାଜ୍ୟପାଳ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେ, ପୂର୍ବତନ ମନ୍ତ୍ରୀ କମଳା ଦାସ ଓ ପୂର୍ବତନ ସଦସ୍ୟା ଭି. ସୁଜ୍ଞାନୀ କୁମାରୀ ଦେଓଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ ହୋଇଛି । ସେହିପରି ପରଲୋକ … Continue reading ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ
Copy and paste this URL into your WordPress site to embed
Copy and paste this code into your site to embed