www.samajalive.in
Friday, December 5, 2025
26.1 C
Bhubaneswar

୫ ବର୍ଷରେ ବିଦେଶରେ ପ୍ରାଣ ହରାଇଛନ୍ତି ରାଜ୍ୟର ୩୧ ଶ୍ରମିକ

ଡେସ୍କ: ଗତ ୫ ବର୍ଷରେ ବାହାର ରାଜ୍ୟକୁ କାମଧନ୍ଦା ଅନ୍ୱେଷଣରେ ଯାଇ ପ୍ରାୟ ୧୯୭ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ସେମାନଙ୍କ ମଧ୍ୟରୁ ବିଦେଶକୁ କାମ କରିବାକୁ ଯାଇ ୩୧ ଜଣ ଶ୍ରମିକ ପ୍ରାଣ ହରାଇଛନ୍ତି। ବିଜେଡି ବିଧାୟକ ସନତାନ ମହାକୁଡ଼ଙ୍କ ପ୍ରଶ୍ନରେ ଶ୍ରମ ମନ୍ତ୍ରୀ ଗଣେଷ ରାମ ସିଂ ଖୁଣ୍ଟିଆ ବିଧାନସଭାରେ ଏହି ଉତ୍ତର ଦେଇଛନ୍ତି। ସେ କହିଛନ୍ତି, ମୃତ ୩୧ ଜଣ ଶ୍ରମିକଙ୍କ ମରଶରୀର ମଧ୍ୟରୁ କେବଳ ୮ ଜଣଙ୍କ ମୃତଦେହ ରାଜ୍ୟକୁ ଫେରିବା ସମ୍ଭବ ହୋଇଛି।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories