ଡେସ୍କ: ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ ଆସନ୍ତା ଜୁଲାଇ ୨ ତାରିଖ ଠାରୁ ଆରମ୍ଭ ହେବ। ଏହା ଅଗଷ୍ଟ ୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ମୌସୁମୀ ଅଧିବେଶନରେ ମୋଟ ୨୪ଟି କାର୍ଯ୍ୟ ଦିବସ ରହିଛି। ଅଧିବେଶନର ପ୍ରଥମ ଦିନ ଜୁଲାଇ ୨ରେ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ ହେବ ବୋଲି ଜଣାପଡିଛି।
Popular Categories



