www.samajalive.in
Friday, December 5, 2025
20.1 C
Bhubaneswar

ଘଣ୍ଟ ଘଣ୍ଟାରେ କମ୍ପିଲା ବିଧାନସଭା, ୧୧ଟା ୩୦ ଯାଏ ମୁଲତବୀ

ଭୁବନେଶ୍ଵର: ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ମଙ୍ଗଳବାର ମଧ୍ୟ ବିଧାନସଭାରେ ଅଚଳାବସ୍ଥା ଦେଖାଦେଇଛି। ବିରୋଧୀଙ୍କ ପ୍ରବଳ ହୋହାଲ୍ଲା, ନାରାବାଜି ଯୋଗୁ ଚାଲିପାରିଲା ନାହିଁ ଗୃହକାର୍ଯ୍ୟ। ଫଳରେ ୧୧ଟା ୩୦ ପର୍ଯ୍ୟନ୍ତ ଗୃହକୁ ମୁଲତବୀ ଘୋଷଣା କଲେ ବାଚସ୍ପତି ସୁରମା ପାଢୀ। ପୋଡ଼ିୟମ ଆଗରେ ଉଭୟ ବିଜେଡି ଓ କଂଗ୍ରେସ ସଦସ୍ୟ ପ୍ରତିବାଦ କରିଛନ୍ତି। ଆଜି ବି ଗୃହରେ ଘଣ୍ଟ ଓ ବଂଶୀ ବଜାଇ କଂଗ୍ରେସ ପ୍ରତିବାଦ କରିଥିବାବେଳେ ବିଜେଡି ସଦସ୍ୟ ପ୍ଲାକାର୍ଡ଼ ଧରି ନାରାବାଜି ଓ ହୋହାଲ୍ଲା କରିଛନ୍ତି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories