www.samajalive.in
Saturday, December 6, 2025
14.1 C
Bhubaneswar

ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ: ୧୧ଟା ୩୦ଯାଏଁ ମୁଲତବୀ

ସମାଜ ଡିଜିଟାଲ ଡେସ୍କ: ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟରେ ଆଜି ପ୍ରଶ୍ନକାଳ ଆରମ୍ଭରୁ ଗୃହରେ ବିରୋଧୀ ସଦସ୍ୟମାନେ ପ୍ରବଳ ହଟ୍ଟଗୋଳ କରିଛନ୍ତି। ଫଳରେ ଗୃହ କାର୍ଯ୍ୟ ଚାଲିନପାରିବାରୁ ବାଚସ୍ପତି ଦିନ ୧୧ଟା ୩୦ ମିନିଟ ପର୍ଯ୍ୟନ୍ତ ମୁଲତବୀ ରଖିଛନ୍ତି। ଚିକିଟି ମଦମୃତ୍ୟୁ ଘଟଣାରେ ଆରଡିସି ତଦନ୍ତ ଦାବି କରି ବିଜେଡି ସଦସ୍ୟମାନେ ହଟ୍ଟଗୋଳ କରିଥିବା ବେଳେ ଜନଜାତିଙ୍କ ସୁରକ୍ଷା ଦାବିରେ କଂଗ୍ରେସ ବିଧାୟକ ମାନେ ଗୃହର ମଧ୍ୟ ଭାଗରେ ଆସି ହୋହାଲ୍ଲା କରିଥିଲେ। ପ୍ରଶ୍ନକାଳ ଅଚଳ ହେବାରୁ ଗୃହ ଦିନ ୧୧ଟା ୩୦ମିନିଟ ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories