www.samajalive.in
Saturday, December 6, 2025
19.1 C
Bhubaneswar

ଓଡ଼ିଶା ବିଧାନସଭା ଫଳାଫଳ: ବିଜେପି ଆଗରେ ପଛରେ ବିଜେଡି

ଭୁବନେଶ୍ୱର: ଓଡ଼ିଶା ବିଧାନସଭା ଆସନରେ କାଉଣ୍ଟିଂ ଜାରି ରହିଛି। ପ୍ରାରମ୍ଭିକ ଟ୍ରେଣ୍ଡ ଅନୁସାରେ ବିଜେପି ଆଗରେ ରହିଛି। ବର୍ତ୍ତମାନ ସୁଦ୍ଧା ବିଧାନସଭା ଆସନରେ ବିଜେପି-୫୬, ବିଜେଡି-୩୭ ଓ କଂଗ୍ରେସ- ୦୭ ଓ ଅନ୍ୟାନ୍ୟ-୨ ସିଟ୍‌‌ରେ ଆଗୁଆ ରହିଛନ୍ତି।

ହିଞ୍ଜିଳୀରେ- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଗୁଆ
କଣ୍ଟାବାଞ୍ଜିରେ- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଗୁଆ
ଧାମନଗରରେ- ସୂର୍ଯ୍ୟବଂଶୀ ସୁରଜ ଆଗୁଆ
ଝାରସୁଗୁଡା-ଦୀପାଳି ଦାସ ଆଗୁଆ
ଘଷିପୁରାରେ ସ୍ୱାଧୀନ ପ୍ରାର୍ଥୀ ସୌମ୍ୟରଞ୍ଜନ ପଟ୍ଟନାୟକ ଆଗୁଆ

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories