www.samajalive.in
Monday, December 15, 2025
24.1 C
Bhubaneswar

ବିଜୁ ଜନତା ଦଳ ତରଫରୁ ଜିଲ୍ଲାସ୍ତରୀୟ ଜନସମ୍ପର୍କ ପଦଯାତ୍ରା

ମାଲକାନଗିରି: ମାଲକାନଗିରି ଜିଲ୍ଲା ବିଜୁ ଜନତା ଦଳ ତରଫରୁ ଜିଲ୍ଲାସ୍ତରୀୟ ଜନ ସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି। ମାଲକାନଗିରି ଜିଲ୍ଲା ବିଜୁ ଜନତା ଦଳ ସଭାପତି ତଥା ପୂର୍ବତନ ବିଧାୟକ ମାନସ ମାଡକାମୀଙ୍କ ନେତୃତ୍ୱରେ ମାଲକାନଗିରି ବସଷ୍ଟାଣ୍ଡ ଠାରୁ ଶୋଭାଯାତ୍ରା ବାହାରି  ମାଲକାନଗିରି ଷ୍ଟାଡିୟମ୍  ନିକଟସ୍ଥ ସଂସ୍କୃତି ଭବନ ପର୍ଯ୍ୟନ୍ତ ଯାଇ ସେଠାରେ ଏକ ସଭାର ଆୟୋଜନ କରାଯାଇଥିଲ।  ଜନସମ୍ପର୍କ ପଦଯାତ୍ରା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ରାଜ୍ୟ ବିଜୁ ଜନତା ଦଳର ବରିଷ୍ଠ ପୂର୍ବତ୍ତନ ମନ୍ତ୍ରୀ ତଥା ରାଜ୍ୟ ବିଜୁ ଜନତା ଦଳର କୋର୍ କମିଟି ତଥା ସମନ୍ଵୟ କମିଟିର ଅଧ୍ୟକ୍ଷ ଦେବୀ ପ୍ରସାଦ ମିଶ୍ରଙ୍କ ସହ ଅନ୍ୟତ୍ତମ ସଦସ୍ୟ ତଥା ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ, ଭୃଗୁ ବକ୍ସି ପାତ୍ର ଏବଂ ବିଜୁ ଜନତା ଦଳର କେନ୍ଦ୍ରୀୟ ମୁଖପାତ୍ର ତଥା ପୁର୍ବତ୍ତନ ସାଂସଦ  ପ୍ରଦୀପ ମାଝୀ, ପୁର୍ବତ୍ତନ ମନ୍ତ୍ରୀ, ପୁର୍ବତ୍ତନ ସାଂସଦ ତଥା ରାଜ୍ୟ ମୁଖପାତ୍ର ବିଜୁ ଜନତା ଦଳ ରମେଶ ଚନ୍ଦ୍ର ମାଝୀ ଓ ରାଜ୍ୟ ବିଜେଡି ବରିଷ୍ଠ ନେତା ଡ଼. ପ୍ରିୟବ୍ରତ ମାଝୀ ସହ ଜିଲ୍ଲାର ବରିଷ୍ଠ ନେତୃମଣ୍ଡଳୀ ଯୋଗ ଦେଇଥିଲେ।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories