ଓଡିଶା ବଜେଟ ୨୦୨୪-୨୫: ୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଡେସ୍କ: ରାଜ୍ୟର ଅର୍ଥ ବିଭାଗ ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଆଗତ କରିଛନ୍ତି। ବଜେଟ ଅଭିଭାଷଣ ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବିକଶିତ ଭାରତ ଗଠନ ପାଇଁ ବିକଶିତ ଓଡିଶା ଗଠନ କରିବା ଜରୁରୀ ଅଟେ। ୨୦୨୪-୨୫ ଆର୍ଥିକ ବର୍ଷ ନିମନ୍ତେ ୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରାଯାଇଛି। ୨୦୨୩-୨୪ ଆର୍ଥିକ ବର୍ଷ ତୁଳନାରେ ଚଳିତ ବଜେଟ ପରିମାଣକୁ ୧୫% … Continue reading ଓଡିଶା ବଜେଟ ୨୦୨୪-୨୫: ୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ