www.samajalive.in
Monday, December 15, 2025
26.1 C
Bhubaneswar

୧୩ରୁ ବଜେଟ୍‌, ୧୨ରେ ସର୍ବଦଳୀୟ ବୈଠକ

ଭୁବନେଶ୍ବର: ଫେବୃଆରୀ ୧୩ ତାରିଖରୁ ଆରମ୍ଭ ହେବାକୁ ଯାଉଛି ଓଡ଼ିଶା ବିଧାନସଭା ବଜେଟ୍ ଅଧିବେଶନ। ଏହାର ଦିନକ ପୂର୍ବରୁ ଅର୍ଥାତ୍ ଫେବୃଆରୀ ୧୨ରେ ବସିବ ସର୍ବଦଳୀୟ ବୈଠକ। ଦିନ ୧୧ଟାରେ ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ। ଫେବୃଆରୀ ୧୭ରେ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ ହେବ।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories