www.samajalive.in
Monday, December 15, 2025
27.1 C
Bhubaneswar

ସାଧାରଣ ଲୋକଙ୍କ ସ୍ୱାର୍ଥରେ ପ୍ରସ୍ତୁତ ହେବ ରାଜ୍ୟ ବଜେଟ – ମୁଖ୍ୟମନ୍ତ୍ରୀ

ଡେସ୍କ: ଓଡିଶାବାସୀଙ୍କ ପାଇଁ ବଜେଟ ଆଗତ ହେବ ତେଣୁ ସେମାନଙ୍କ ସ୍ୱାର୍ଥରେ ରାଜ୍ୟ ବଜେଟ ପ୍ରସ୍ତୁତ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରାକ୍ ବଜେଟ୍ ପରାମର୍ଶ ବୈଠକରେ ପୂର୍ବତନ ଅର୍ଥମନ୍ତ୍ରୀ, ଅର୍ଥନୀତି ବିଶେଷଜ୍ଞ ଏବଂ ବୁଦ୍ଧିଜୀବିମାନେ ଅଂଶଗ୍ରହଣ କରି ୨୦୨୫-୨୬ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ନେଇ ନିଜ ନିଜର ମତ ଉପସ୍ଥାପନ କରିଛନ୍ତି।


ବୈଠକ ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ଯେ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ଲୋକମାନଙ୍କ ମତାମତ ସଂଗ୍ରହ କରାଯାଉଛି ଏବଂ ଚଳିତ ମାସ ୩୧ ତାରିଖ ପର୍ଯ୍ୟନ୍ତ ସାଧାରଣ ଲୋକ ମତାମତ ଦେଇ ପାରିବେ। ଆଗାମୀ ବଜେଟରେ ରାଜସ୍ୱ ବୃଦ୍ଧି, ଶିଳ୍ପ ପ୍ରତିଷ୍ଠା ଓ ପର୍ଯ୍ୟଟନ କ୍ଷେତ୍ରକୁ ଅଗ୍ରାଧିକାର ଦିଆଯିବାର ସମ୍ଭାବନା ରହିଛି। କୃଷି ଭିତ୍ତିକ ଶିଳ୍ପ ଓ ବିକଶିତ ଗାଁ ବିକଶିତ ଓଡିଶା ଭଳି ଯୋଜନା ଆରମ୍ଭ କରାଯିବ ବୋଲି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

- Advertisement -

ଅନୁଷ୍ଠିତ ବୈଠକରେ ପୂର୍ବତନ ଅର୍ଥମନ୍ତ୍ରୀ ପଞ୍ଚାନନ କାନୁନଗୋ, ପ୍ରଫୁଲ୍ଲ ଚନ୍ଦ୍ର ଘଡ଼ାଇ ଓ ଶଶିଭୂଷଣ ବେହେରା ଯୋଗ ଦେଇଥିଲେ।

Hot this week

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

ମଙ୍ଗଳ ଗୋଚର: ୩ରାଶିରେ ଅର୍ଥ ବର୍ଷା, ବିଳାସପୂର୍ଣ୍ଣ ଜୀବନ ମିଳିବ

ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳ ଗ୍ରହକୁ ସାହସ, ଶକ୍ତି, ଦକ୍ଷତା, କ୍ରୋଧ, ଉତ୍ସାହ,...

Related Articles

Popular Categories