www.samajalive.in
Saturday, December 6, 2025
14.1 C
Bhubaneswar

ରାଜ୍ୟ କ୍ୟାବିନେଟରେ ୧୪ଟି ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର: ନବୀନ ସରକାରଙ୍କ ପଞ୍ଚମ ପାଳିର ଶେଷ କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନିଆଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ୭ଟି ବିଭାଗର ୧୪ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି। ରାଜ୍ୟ କ୍ୟାବିନେଟ ବୈଠକର ନିଷ୍ପତ୍ତି ସଂପର୍କରେ ରାଜ୍ୟ ଜଳ ସମ୍ପଦ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ, ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା, ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ପ୍ରମୁଖ ଶାସନ ସଚିବ ଶ୍ରୀ ସୁରେଶ କୁମାର ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଥିଲେ । ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ ଆଜିର କ୍ୟାବିନେଟ ବୈଠକରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଦେଇଥିବା ଗତ ୫ ବର୍ଷରେ ରାଜ୍ୟର ବିକାଶ ସମ୍ପକିତ ବିବୃତ୍ତି ସମ୍ପର୍କରେ ଆଲୋକପାତ କରିଥିଲେ ।

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories