www.samajalive.in
Friday, December 5, 2025
20.1 C
Bhubaneswar

ଆଜି ଅନୁଷ୍ଠିତ ହେବ ରାଜ୍ୟ କ୍ୟାବିନେଟ

ଭୁବନେଶ୍ବର: ଶନିବାର ସନ୍ଧ୍ୟା ସାଢ଼େ ୬ଟାରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଉକ୍ତ ବୈଠକରେ ସ୍ବାସ୍ଥ୍ୟ, ରାଜସ୍ବ, ସାଧାରଣ ପ୍ରଶାସନ ଭଳି ବିଭିନ୍ନ ବିଭାଗର ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିବ।

୧୧ରୁ ବୃଦ୍ଧି ପାଇବ ତାପମାତ୍ରା

- Advertisement -

ଆଗକୁ ସାଧାରଣ ନିର୍ବାଚନ ଆସୁଛି। ଏହାପୂର୍ବରୁ ଓଡ଼ିଶାର ସବୁ ବର୍ଗଙ୍କ ବିକାଶକୁ ଗୁରୁତ୍ବ ଦେଇ ବହୁ ଯୋଜନା ଜନ୍ମ ନେବ ଏବଂ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି
ସରକାର ନେଇପାରନ୍ତି ବୋଲି ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି।

ନିର୍ବାଚନ ପୂର୍ବରୁ ଛପାଯିବ ‘ବର୍ଣ୍ଣବୋଧ’

ସୂଚନା ଅନୁଯାୟୀ, ରାଜ୍ୟ ସରକାରଙ୍କ ପକ୍ଷରୁ ନିକଟରେ ଘୋଷଣା ହୋଇଥିବା ଆଶାକର୍ମୀ, ବାହ୍ୟଠିକା କର୍ମଚାରୀଙ୍କ ପ୍ରୋତ୍ସାହନ ରାଶି ବୃଦ୍ଧି ସଂକ୍ରାନ୍ତୀୟ ପ୍ରସ୍ତାବ କ୍ୟାବିନେଟରେ ଆସିବ।

ଆଜି ବିଭିନ୍ନ ବିଭାଗରେ ନିଯୁକ୍ତ ହେବେ ୧୨୯୪ ଅଧିକାରୀ

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories