www.samajalive.in
Thursday, November 13, 2025
18.1 C
Bhubaneswar

‘ସମାଜ’ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୁଖ୍ୟଅତିଥି

କଟକ: ‘ସମାଜ’ର ୧୦୬ତମ ସ୍ବନକ୍ଷତ୍ର ପୂର୍ତ୍ତିପକ୍ଷ ସମାରୋହ ଉତ୍ସବ ଆସନ୍ତା ୧୫ତାରିଖ ବୁଧବାର ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ଭବନରେ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଲୋକସେବକ ମଣ୍ଡଳର ସଭାପତି ତଥା ଓଡ଼ିଶା ଶାଖା ପରିଚାଳନା ମଣ୍ଡଳୀର ଅଧ୍ୟକ୍ଷ ଶ୍ରୀ ରାଜକୁମାର ଏଥିରେ ସଭାପତିତ୍ବ କରିବେ। ସଂଧ୍ୟା ୫ଟାରେ ଅନୁଷ୍ଠିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ପ୍ରଫେସର ବୈଷ୍ଣବ ଚରଣ ସାମଲ ସମ୍ମାନିତ ଅତିଥି ଏବଂ ଲୋକସେବକ ମଣ୍ଡଳର ଉପସଭାପତି ଶ୍ରୀ ଦୀପକ ମାଲବ୍ୟ ଓ ରାଷ୍ଟ୍ରୀୟ ସମ୍ପାଦକ ଶ୍ରୀ ରାଜେନ୍ଦ୍ର ଜେନା ପ୍ରମୁଖ ଯୋଗଦେ‌େ‌ବ।

 

- Advertisement -

 

Hot this week

ସମ୍ପାଦକୀୟ : ଓଡ଼ିଶାରେ ମାଣ୍ଡିଆ ଗ୍ରାମ

ପାହାଡ଼ ଗାଁରେ ମାଣ୍ଡିଆ ଚାଷ, ସୂରୁଯ ଉଇଁଲେ ଆସଇ ହସ। ଏ...

ସମ୍ପାଦକୀୟ : ପାକିସ୍ତାନୀ ମିଛ , ପୁରୁଣା ଅଭ୍ୟାସର ପୁନରାବୃତ୍ତି

ନିକଟରେ ଦିଲ୍ଲୀର ଲାଲକିଲା ପାଖରେ ହୋଇଥିବା ବିସ୍ଫୋରଣର ଠିକ୍ ପରେ ପରେ...

ସମ୍ପାଦକୀୟ : ଆତଙ୍କବାଦୀ ଓ ତାଙ୍କ ସମର୍ଥକଙ୍କୁ କଠୋର ଦଣ୍ଡ ଦିଆଯାଉ

ଆତଙ୍କବାଦୀ ଏବଂ ଆତଙ୍କବାଦକୁ ପ୍ରୋତ୍ସାହିତ କରୁଥିବା ଲୋକଙ୍କ ବିରୋଧରେ ଆମର ସୁରକ୍ଷା...

ହାଇକୋର୍ଟର ଆସିଷ୍ଟାଣ୍ଟ ସେକ୍ସନ୍‌ ଅଫିସର ମୁଖ୍ୟ ପରୀକ୍ଷା ବାତିଲ

ଏଏସ୍‌ଓ ମୁଖ୍ୟ ପରୀକ୍ଷା ବାତିଲ କଟକ, ୧୨ା୧୧ (ନି.ପ୍ର): ହାଇକୋର୍ଟର ଆସିଷ୍ଟାଣ୍ଟ ସେକ୍ସନ୍‌...

Related Articles

Popular Categories